Browsing Category
HEALTH
ସମ ହସ୍ପିଟାଲ-୨ରେ ବିରଳ, ଗୁରୁତ୍ୱପୂର୍ଣ୍ଣ ଶ୍ୱାସନଳୀ ଅସ୍ତ୍ରୋପଚାର: ବଂଚିଲା କର୍କଟ ରୋଗୀଙ୍କ ଜୀବନ
ଭୁବନେଶ୍ୱର, ଅଗଷ୍ଟ ୧୧: ଆଧୁନିକ ଚିକିତ୍ସା ଏବଂ ଦଳଗତ କାର୍ଯ୍ୟର ଏକ ଉଲ୍ଲେଖନୀୟ ପ୍ରଦର୍ଶନରେ ଫୁଲନଖରା ସ୍ଥିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ!-->…
Read More...
Read More...
ଛେପ ଟେଷ୍ଟ ରୁ ଜଣାପଡିଯିବ ଭବିଷ୍ୟତରେ ହେବାକୁ ଥିବା ରୋଗ
ଭୁବନେଶ୍ୱର: ସମ୍ବଲପୁର ବିଶ୍ଵବିଦ୍ୟାଳୟ ଅଧୀନ ଜୈବ ପ୍ରଯୁକ୍ତି ଓ ଜୈବ ସୂଚନା ବିଜ୍ଞାନ ବିଭାଗ ଦ୍ଵାରା ପୁଣି ଏକ ଗବେଷଣା ସଫଳ ହୋଇଛି । ଏଣିକି ବ୍ୟକ୍ତିର ଛେପରୁ!-->…
Read More...
Read More...
ଅତ୍ୟାବଶ୍ୟକୀୟ ଔଷଧ ମୂଲ୍ୟରେ ୧୦-୧୫ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ
ନୂଆଦିଲ୍ଲୀ: ୩୭ଟି ଅତ୍ୟାବଶ୍ୟକୀୟ ଔଷଧ ମୂଲ୍ୟରେ ୧୦-୧୫ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ କରିଛି ଏନ୍ପିପିଏ। ଏଥିରେ ପାରାସିଟାମଲ୍, ଆଟୋର୍ଭାଷ୍ଟିନ୍ ଓ ଆମୋକ୍ସିଲିନ୍!-->…
Read More...
Read More...
କିମ୍ସରେ ୮୭ବର୍ଷ ବୟସ୍କା ମହିଳାଙ୍କ ଦୁଇ ଆଣ୍ଠୁ ପ୍ରତିରୋପଣ
-ପୂର୍ବ ଭାରତରେ ପ୍ରଥମ-
ଭୁବନେଶ୍ୱର,୨୯ ।୭: କିମ୍ସ ସୁପର ସ୍ପେସିଆଲିଟି ହସ୍ପିଟାଲରେଜଣେ ୮୭ ବର୍ଷୀୟା ମହିଳାଙ୍କଠାରେ ଉଭୟ ଆଣ୍ଠୁର ସଫଳ ପ୍ରତିରୋପଣ!-->!-->!-->…
Read More...
Read More...
ସଚେତନ ଅବସ୍ଥାରେ ଶରୀରରେ ଅତ୍ୟାଧୁନିକ ନ୍ୟୁରୋସର୍ଜରୀ କଲେ ସମ୍ ନ୍ୟୁରୋସର୍ଜନପୂର୍ବ ଭାରତରେ ପ୍ରଥମ
ଭୁବନେଶ୍ୱର, ଜୁଲାଇ ୨୨: ପୂର୍ବ ଭାରତରେ ପ୍ରଥମ ଥର ପାଇଁ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ ହସ୍ପିଟାଲର ଡାକ୍ତରୀ ଟିମ୍ ସଫଳତାର ସହ ଏକ!-->…
Read More...
Read More...
ICMR ଓ AIIMS ର ସ୍ପଷ୍ଟୀକରଣ କରୋନା ଟିକା ନୁହେଁ ହୃଦ୍ଘାତର କାରଣ
ଭୁବନେଶ୍ୱର: କୋଭିଡ ଟିକା ନୁହେଁ ହୃଦଘାତର କାରଣ । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି । ୪୦ ଦିନରେ ୨୨ ଜଣଙ୍କ ହୃଦଘାତରେ ଜୀବନ!-->…
Read More...
Read More...
ରାଜଧାନୀରେ କାୟା ବିସ୍ତାର କରୁଛି ଡେଙ୍ଗୁ
ଭୁବନେଶ୍ୱର: ଦିନକୁ ଦିନ ରାଜଧାନୀରେ ଡେଙ୍ଗୁ ରୋଗୀ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବର୍ଷା ଆରମ୍ଭ ହେଉଛି, ତେଣୁ ରାଜଧାନୀରେ ଡେଙ୍ଗୁ ରୋଗୀ ସଂଖ୍ୟା ୧୦୦ ଛୁଇଁଲାଣି।!-->…
Read More...
Read More...
ବିଶ୍ଵ ସିକଲସେଲ୍ ଆନେମିଆ ନିରାକରଣ ସଚେତନତା ଅଭିଯାନ
ଭୁବନେଶ୍ୱର: ବିଭିନ୍ନ ଜିଲ୍ଲାରେ ଅବସ୍ଥିତ ଓଏମସିର କାର୍ଯ୍ୟକ୍ଷମ ଖଣି ଅଞ୍ଚଳରେ ସିକଲସେଲ ସଚେତନତା ବ୍ୟାପକ କରିବା ଲକ୍ଷ୍ୟରେ ଓଏମସିର ଭ୍ରାମ୍ୟମାଣ ସ୍ୱାସ୍ଥ୍ୟ ଯାନ!-->…
Read More...
Read More...
ରଥଯାତ୍ରା ପୂର୍ବରୁ ପୁରୀରେ ଜଳବାହିତ ରୋଗ ନିବାରଣ ବ୍ୟବସ୍ଥାକୁ କଡାକଡି କରିବାକୁ ନିର୍ଦ୍ଦେଶ
ପୁରୀ : ଗୃହ ଏବଂ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ ନିର୍ଦ୍ଦେଶକ୍ରମେ, ଆଜି ପୁରୀର ସ୍ୱତନ୍ତ୍ର ସର୍କିଟ ହାଉସରେ ଏକ ଉଚ୍ଚସ୍ତରୀୟ ବୈଠକ!-->…
Read More...
Read More...
ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀଙ୍କ ଦ୍ଵାରା ‘‘ଷ୍ଟପ୍-ଡାଇରିଆ’’ ଅଭିଯାନ ଆରମ୍ଭ
ଭୁବନେଶ୍ୱର :ବର୍ଷା ଋତୁରେ ଜଳବାହିତ ରୋଗ ଡାଇରିଆର ନିରାକରଣ ନିମନ୍ତେ ସାରା ରାଜ୍ୟରେ ଷ୍ଟପ ଡାଇରିଆ ଅଭିଯାନ ଆରମ୍ଭ କରାଯାଇଛି । ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ!-->…
Read More...
Read More...