Browsing Category
Latest
ଜୀବନରେ ସଫଳତା ଓ ବିଫଳତା ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ; ଜଣେ ଜିତେ, ଆଉ ଜଣେ ଶିଖେ – ଧର୍ମେନ୍ଦ୍ର ପ୍ରଧାନ
ବିଜୟୀ ହୋଇଥିବା ଛାତ୍ର ନେତାମାନେ ଶିକ୍ଷାନୁଷ୍ଠାନଗୁଡ଼ିକର ଶୈକ୍ଷିକ ପରିବେଶକୁ ଠିକ୍ ଭାବରେ ବଜାୟ ରଖିବା ସହ ନିଜର ବ୍ୟକ୍ତିତ୍ୱକୁ ମଧ୍ୟ ଜଣେ ସଫଳ ଓ ଆଦର୍ଶ!-->…
Read More...
Read More...
ଆଇଆଇଟି ବିଏଚୟୁ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତାରେ ସୋଆ ଛାତ୍ରଛାତ୍ରୀଙ୍କ ବାଜିମାତ୍
ଭୁବନେଶ୍ୱର, ଅକ୍ଟୋବର ୧୧: ଆଇଆଇଟି (ବିଏଚୟୁ) ବାରଣାସୀ ଦ୍ୱାରା ଆୟୋଜିତ ବାର୍ଷିକ କ୍ରୀଡା ମହୋତ୍ସବ ‘ସ୍ପର୍ଦ୍ଧା ୨୦୨୬’ରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର!-->…
Read More...
Read More...
କର୍କଟ ରୋଗୀଙ୍କ ପୁନର୍ବାସ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୪୦ରୁ ଉର୍ଦ୍ଧ୍ୱ ସ୍ୱେଚ୍ଛାସେବୀ ସଂଗଠନକୁ ସମ୍ମାନିତ…
ଭୁବନେଶ୍ୱର, ଅକ୍ଟୋବର ୧୫: କର୍କଟ ରୋଗୀ ଓ ସେମାନଙ୍କ ପରିବାରକୁ ସହାୟତା ଯୋଗାଇ ଦେବା ସହ ସେମାନଙ୍କ ଥଇଥାନ, ମାନସିକ ଓ ସାମାଜିକ ସହଯୋଗ ଏବଂ ରୋଗୀଙ୍କ କଲ୍ୟାଣ!-->…
Read More...
Read More...
ଷ୍ଟାନଫୋର୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ସୋଆର ୩୮…
ଭୁବନେଶ୍ୱର, ଅକ୍ଟୋବର ୧୪: ଆମେରିକାର ସମ୍ମାନଜନକ ଷ୍ଟାନଫୋର୍ଡ ବିଶ୍ୱବିଦ୍ୟାଳୟ ଏବଂ ନେଦରଲାଣ୍ଡର ପ୍ରମୁଖ ଶିକ୍ଷା ଓ ଗବେଷଣା ପ୍ରକାଶନ ସଂସ୍ଥା ଏଲସେଭିୟର ପକ୍ଷରୁ!-->…
Read More...
Read More...
କିମ୍ସରେ ସଫଳ କର୍ନିଆ ପ୍ରତିରୋପଣ
ଭୁବନେଶ୍ୱର,୧୩ ।୧୦: କିମ୍ସରେ ସଫଳତାର ସହ ଏକ କର୍ନିଆ ପ୍ରତିରୋପଣ କରାଯାଇଛି। ପ୍ରଥମ ଥର ଲାଗି କିମ୍ସରେ ଏଭଳି ପ୍ରତିରୋପଣ ସଫଳତାର ସହ କରାଯାଇଛି। ଆଖିରେ ସଂକ୍ରମଣ!-->…
Read More...
Read More...
ଜଗନ୍ନାଥ ସଂସ୍କୃତି ହେଉଛି ଜୀବନର ସର୍ବୋଚ୍ଚ ସମର୍ପଣ,ଭକ୍ତି ଓ ସେବାର ନିଚ୍ଛକ ନିଦର୍ଶନ -ଧର୍ମେନ୍ଦ୍ର ପ୍ରଧାନ
ପୁରୀ, ୧୨ ଅକ୍ଟୋବର ୨୦୨୬ - ଜଗନ୍ନାଥ ସଂସ୍କୃତି କହିଲେ କେବଳ ଆଚାର-ବିଚାର କିମ୍ବା ପୂଜା-ପଦ୍ଧତିକୁ ବୁଝାଏ ନାହିଁ। ଜଗନ୍ନାଥ ସଂସ୍କୃତି ହେଉଛି ଜୀବନର ସର୍ବୋଚ୍ଚ!-->…
Read More...
Read More...
ସମ୍ ହସ୍ପିଟାଲ୍ ପକ୍ଷରୁ ବିଶ୍ୱ ଗଣ୍ଠିବାତ ଦିବସ ପାଳିତ
ଭୁବନେଶ୍ୱର, ୧୨/୧୦: ଗଣ୍ଠିବାତ ସମସ୍ୟାରୁ ସୁସ୍ଥ ହେବା ସମ୍ଭବପର। ଏହା ଏକ ଜୀବନ ଶୈଳୀ ଜନିତ ବ୍ୟାଧି। ସଚେତନ ଓ ସତର୍କ ହେବା ସହ ଦୈନନ୍ଦିନ ଜୀବନଶୈଳୀରେ ପରିବର୍ତନ!-->…
Read More...
Read More...
ଆଇଏମ୍ଏସ୍ ଓ ସମ୍ ହସ୍ପିଟାଲ୍ରେ ଗବେଷଣା ଓ ନବସୃଜନ ୟୁନିଟ୍ ଉଦ୍ଘାଟିତ
ଭୁବନେଶ୍ୱର, ଅକ୍ଟୋବର ୧୩: ଆଧୁନିକ ସ୍ୱାସ୍ଥ୍ୟସେବା ଓ ଡାକ୍ତରୀ ଶିକ୍ଷା କ୍ଷେତ୍ରରେ ନବସୃଜନର ଗୁରୁତ୍ୱ ବୃଦ୍ଧି ପାଉଥିବାବେଳେ ଗବେଷଣାଭିତିକ ନୂତନ ଚିନ୍ତାଧାରାକୁ!-->…
Read More...
Read More...
ଅଶୋକ ସିଂଘଲ ଜୀ ଥିଲେ ସନାତନ ସମାଜର ‘ଅଗ୍ରଣୀ ସେନାପତି’- ଧର୍ମେନ୍ଦ୍ର ପ୍ରଧାନ
ସମ୍ବଲପୁର, ୨୭ ସେପ୍ଟେମ୍ବର ୨୦୨୬ – ଶ୍ରୀରାମ ଜନ୍ମଭୂମି ଆନ୍ଦୋଳନର ପୁରୋଧା ବିଶ୍ୱ ହିନ୍ଦୁ ପରିଷଦର ପୂର୍ବତନ ଅନ୍ତର୍ଜାତୀୟ ଅଧ୍ୟକ୍ଷ ସ୍ୱର୍ଗତ ଅଶୋକ ସିଂଘଲ ଜୀ ସନାତନ!-->…
Read More...
Read More...
ସେପ୍ଟେମ୍ବର ୩୦ “ଓଡ଼ିଶା ବନ୍ଦ“ରେ ଦୋକାନ ବଜାର, ଗାଡ଼ି ଚଳାଚଳ ବନ୍ଦ ରଖିବା ପାଇଁ ନିବେଦନ : ନବନିର୍ମାଣ ଯୁବଛାତ୍ର…
ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବୀରେ ୩୯ ଦିନରେ ସତ୍ୟାଗ୍ରହ ଏବଂ ଅକ୍ଷୟ କୁମାରଙ୍କ ୨୨ ଦିନରେ ପହଞ୍ଚିଲା ଅନଶନ
ଭୁବନେଶ୍ୱର, ୨୭!୯: ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ!-->!-->!-->…
Read More...
Read More...