Browsing Category

Latest

ଟୋକିଓ ଅଲିମ୍ପିକ୍ସ: ସ୍ପେନ୍‌କୁ ହରାଇଲା ଭାରତ

ନୂଆଦିଲ୍ଲୀ: ଟୋକିଓ ଅଲିମ୍ପିକ୍ସରେ ପୁରୁଷ ହକିରେ ଆଜି ଭାରତୀୟ ଦଳକୁ ମିଳିଛି ଆଉ ଏକ ସଫଳତା। ଦଳ ତା’ର ଦ୍ୱିତୀୟ ବିଜୟ ହାସଲ କରିଛି। ସ୍ପେନ୍‌କୁ ୩-୦ରେ ହରାଇଛି ଦଳ।
Read More...

ବିଜେପିର ରାଷ୍ଟ୍ରୀୟ ମହାସଚିବ ହେବେ କି ୟେଦ୍ୟୁରପ୍ପାଙ୍କ ଉତ୍ତରାଧିକାରୀ?

ବେଙ୍ଗାଲୁରୁ: କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ବି.ଏସ ୟେଦ୍ୟୁରପ୍ପା। ଏବେ କିଏ ହେବେ ୟେଦ୍ୟୁରପ୍ପାଙ୍କ ଉତ୍ତରାଧିକାରୀ ସେ ନେଇ ଚର୍ଚ୍ଚା ଚାଲିଛି।
Read More...

୧୬୨୯ ପଜିଟିଭ୍ ଚିହ୍ନଟ, କେବଳ ଖୋର୍ଦ୍ଧା ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୧୧ଶହ ଟପିଲା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୬୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୩୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ।
Read More...

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୩୦ ଯାଏ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତର ବଙ୍ଗୋପସାଗର  ଓ ତାର ଆଖପାଖ ଅଞ୍ଚଳରେ ଗତକାଲି ସୃଷ୍ଟି ହୋଇଥିବା
Read More...