Browsing Category

Latest

ସମ୍‌ରେ ‘ଆଇନ୍ ଏବଂ ମାନସିକ ରୋଗ’ ଶୀର୍ଷକ ସିଏମ୍‌ଇ ଆୟୋଜିତ

ଭୁବନେଶ୍ୱର, ଅକ୍ଟୋବର ୧: ‘ଆଇନ୍ ଏବଂ ମାନସିକ ରୋଗ’ ଶୀର୍ଷକ ଏକ କଂଟିନ୍ୟୁଇଙ୍ଗ ମେଡିକାଲ୍ ଏଜୁକେସନ୍ (ସିଏମ୍‌ଇ) କାର୍ଯ୍ୟକ୍ରମ ଏଠାରେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ…
Read More...

ଗୋବିନ୍ଦାଙ୍କ ଗୋଡ଼ରେ ବାଜିଲା ଗୁଳି, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ: ବଲିଉଡ ଅଭିନେତା ଗୋବିନ୍ଦା ଆହତ ହୋଇଛନ୍ତି। ତାଙ୍କ ଗୋଡରେ ଗୁଳି ବାଜିଥିଲା। ଏହି ଘଟଣା ଆଜି ସକାଳ ୫ ଟାରେ ଘଟିଛି। ଗୋବିନ୍ଦା ସକାଳେ କୌଣସି ସ୍ଥାନକୁ…
Read More...

ଭଗବାନଙ୍କୁ ରାଜନୀତିରୁ ଦୂରରେ ରଖ: ତିରୁପତି ଲଡୁ ମାମଲାରେ ମୁଖ୍ୟମନ୍ତ୍ରୀ ନାଇଡୁଙ୍କୁ ତାଗିଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଆଜି ତିରୁପତି ଲଡୁ ବିବାଦ ଉପରେ ଶୁଣାଣି ସୁପ୍ରିମକୋର୍ଟରେ ଅନୁଷ୍ଠିତ ହୋଇଛି। ଏହି ସମୟରେ ସୁପ୍ରିମକୋର୍ଟ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ…
Read More...

ସ୍ୱାସ୍ଥ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ

ଅଚ୍ୟୁତ ସାମନ୍ତ ଜାତୀୟସ୍ତରରେ ସମ୍ମାନୀତ ଭୁବନେଶ୍ୱର,୨୯ । ୯: କିଟ୍‍, କିସ୍‍ ଓ କିମ୍‍ସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଆସୋସିଏସନ୍‍ ଅଫ୍‍ ହେଲ୍‍ଥକେୟାର…
Read More...

ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର : ଲୋକସେବା ଭବନରେ ଶନିବାର ଅନୁଷ୍ଠିତ ହୋଇଯାଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା…
Read More...

ସୋଆ ଇଞ୍ଜିନିୟରିଂ ବି.ଟେକ୍ ଓ ଏମ୍‌.ଟେକ୍ ଛାତ୍ରଛାତ୍ରୀଙ୍କ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, ୨୮/୦୯: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ବିଭିନ୍ନ ବିଭାଗରେ ଅଧ୍ୟୟନ…
Read More...

ବ୍ୟକ୍ତି ନିର୍ମ।ଣରେ ର।ଷ୍ଟ୍ର ନିର୍ମ।ଣ ସମ୍ଭବ ହୋଇପ।ରିବ – ଗଣଶିକ୍ଷ। ମନ୍ତ୍ରୀ

ଭୁବନେଶ୍ୱର : ଆଜି ମ।ନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମ।ଝୀଙ୍କ ଦ୍ଵ।ର। ୨ ଦିନିଆ ଜିଲ୍ଲ।ପ।ଳ ସମ୍ମିଳନୀର ଶୁଭ।ରମ୍ଭ କର।ଯ।ଇଛି । ଲେ।କସେବ। ଭବନସ୍ଥିତ…
Read More...

ଅଚ୍ୟୁତ ସାମନ୍ତଙ୍କୁ ଇନ୍‍ଷ୍ଟିଚ୍ୟୁସନ୍‍ ଅଫ୍‍ ଫାୟାର ଇଞ୍ଜିନିୟର୍ସ ପକ୍ଷରୁ ଫେଲୋସିପ୍‍

ଭୁବନେଶ୍ୱର : ଶିକ୍ଷାବିତ୍‍, ସମାଜସେବୀ ତଥା କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ନୂଆଦିଲ୍ଲୀସ୍ଥିତ ଇନ୍‍ଷ୍ଟିଚ୍ୟୁସନ୍‍ ଅଫ୍‍ ଫାୟାର୍‍ ଇଞ୍ଜିନିୟର୍ସ…
Read More...