Browsing Category

NATIONAL

ହରିୟାଣା ମୁଖ୍ୟମନ୍ତ୍ରୀ ହେବେ ସୈନୀ

ନୂଆଦିଲ୍ଲୀ : ପୁଣି ଥରେ ନାଏବ ସିଂ ସୈନୀ ହରିୟାଣାର ମୁଖ୍ୟମନ୍ତ୍ରୀ ହେବେ । ହରିୟାଣା ବିଜେପି ବିଧାୟକ ଦଳ ବୈଠକରେ ନାଏବ ସିଂ ସୈନୀ ନେତାଭାବେ ନିର୍ବାଚିତ ହୋଇଛନ୍ତି ।
Read More...

ଶପଥ ନେଲେ ଓମାର ଅବଦୁଲ୍ଲା

ନୂଆଦିଲ୍ଲୀ: ଓମାର ଅବଦୁଲ୍ଲା ବୁଧବାର ଜମ୍ମୁ କାଶ୍ମୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ମନୋଜ ସିହ୍ନା ଓମାର ଅବଦୁଲ୍ଲାଙ୍କୁ ପଦ ଓ ଗୋପନୀୟତାର
Read More...

ରାଷ୍ଟ୍ରପତି ମୁର୍ମୁଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ, ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଲା ବୈଠକ

ଭୁବନେଶ୍ୱର: ଚଳିତ  ଅକ୍ଟୋବର ୨୩ ରୁ ୨୫ ତାରିଖ ପର୍ଯ୍ୟନ୍ତ ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ  ୩  ଦିନିଆ ଓଡ଼ିଶା ଗସ୍ତରେ ଆସି ମୟୂରଭଞ୍ଜ
Read More...

ସ୍ୱାସ୍ଥ୍ୟ, କୃଷି ଏବଂ ସ୍ଥାୟୀ ସହର ଉପରେ ୩ଟି ଉତ୍କର୍ଷ କେନ୍ଦ୍ର ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ: ସ୍ୱାସ୍ଥ୍ୟସେବା, କୃଷି ଓ ସହରରେ ଥିବା ପ୍ରମୁଖ ସମସ୍ୟାର ସମାଧାନ ବାହାର କରିବା ପାଇଁ ଏଆଇ ଟେକ୍ନୋଲୋଜିକୁ ବିକଶିତ କରିବା ଦିଗରେ ଭାରତ ସରକାରଙ୍କ ଶିକ୍ଷା
Read More...

କାନାଡାର ୬ କୂଟନୀତିଜ୍ଞଙ୍କୁ ବହିଷ୍କାର କଲା ଭାରତ

ନୂଆଦିଲ୍ଲୀ:  ଭାରତ ଓ କାନାଡା ମଧ୍ୟରେ ଆରମ୍ଭ ହୋଇଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ବିବାଦକୁ ଦୃଷ୍ଟିରେ ରଖି ଆଜି ଭାରତ ସରକାର କାନାଡାରେ ଅବସ୍ଥାପିତ
Read More...

ପାକିସ୍ତାନ ଗସ୍ତରେ ଏସ୍‌. ଜୟଶଙ୍କର

ନୂଆଦିଲ୍ଲୀ: ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ମଙ୍ଗଳବାର ପାକିସ୍ତାନରେ ପହଞ୍ଚିବେ। ଶଂଘାଇ ସହଯୋଗ ସଂଗଠନ(ଏସସିଓ) ସମ୍ମିଳନୀରେ ଯୋଗ ଦେବାକୁ ପାକିସ୍ତାନରେ ପହଞ୍ଚିବେ
Read More...

ମା’ଦୁର୍ଗା ମୂର୍ତ୍ତି ବିସର୍ଜନ ବେଳେ ଗୁଳିକାଣ୍ଡ ଘଟଣା, ଜଣଙ୍କର ମୃତ୍ୟୁକୁ ନେଇ ୟୁପିରେ ହିଂସା

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶରେ ଦୁର୍ଗା ମୂର୍ତ୍ତି ବିସର୍ଜନକୁ ନେଇ ସୃଷ୍ଟି ହୋଇଥିବା ତୁମୁଳ କାଣ୍ଡ ଧୀରେ ଧୀରେ ସାଂପ୍ରଦାକ ହିଂସା ଆଡକୁ ଗତି କରୁଛି। ଗତକାଲି ଉତ୍ତର
Read More...

ଇଣ୍ଡିଆ ମୋବାଇଲ କଂଗ୍ରେସ ୨୦୨୪ର ଅଷ୍ଟମ ସଂସ୍କରଣକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୧୫ ତାରିଖ ପୂର୍ବାହ୍ନ ୧୦ ଟାରେ ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଆନ୍ତର୍ଜାତିକ ଦୂରସଂଚାର ସଂଘ –
Read More...

୩ଟି ‘ଏଆଇ ଉତ୍କର୍ଷ କେନ୍ଦ୍ର’ ଘୋଷଣା କରିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅକ୍ଟୋବର ୧୫ ତାରିଖରେ ନୂଆଦିଲ୍ଲୀଠାରେ ସ୍ୱାସ୍ଥ୍ୟସେବା, କୃଷି ଏବଂ ସ୍ଥାୟୀ ସହର ଉପରେ ତିନୋଟି
Read More...

ଜାତୀୟ ବିଦ୍ୟୁତ ଯୋଜନାର ଶୁଭାରମ୍ଭ, ୨୦୩୦ ସୁଦ୍ଧା ୫୦୦ ଗିଗାୱାଟ ଶକ୍ତି ସ୍ଥାପନ କ୍ଷମତା ହାସଲ ଲକ୍ଷ୍ୟ

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ମନୋହର ଲାଲ ଆଜି ନୂଆଦିଲ୍ଲୀ ଠାରେ ଭାରତୀୟ ଶକ୍ତି କ୍ଷେତ୍ରର ପରିଦୃଶ୍ୟ ୨୦୪୭ ଉପରେ ବିଚାର ବିମର୍ଶ ଅଧିବେଶନକୁ ସମ୍ବୋଧିତ କରିଛନ୍ତି ।
Read More...