Browsing Category
News
କଂଗ୍ରେସ ଓ ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟ ସାମନ୍ତବାଦୀ ମାନସିକତାର ପ୍ରତିଫଳନ – ଧର୍ମେନ୍ଦ୍ର ପ୍ରଧାନ
କେନ୍ଦ୍ରମନ୍ତ୍ରୀଙ୍କ ସାମ୍ବାଦିକ ସମ୍ମିଳନୀ
ଭୁବନେଶ୍ୱର, ମାର୍ଚ୍ଚ ୨୪ :କଂଗ୍ରେସ ଦଳ ବିଶେଷ ଭାବେ ରାହୁଲ ଗାନ୍ଧୀଙ୍କ ପରିବାର ସ୍ୱତନ୍ତ୍ର ଆଇପିସି ଓ ନ୍ୟାୟପାଳିକା!-->!-->!-->…
Read More...
Read More...
କିଟ୍ରେ ବୌଦ୍ଧିକ ସମ୍ପତ୍ତି ଅଧିକାର ଉପରେ କର୍ମଶାଳା
ଭୁବନେଶ୍ୱର:୨୪ା୩: ଭୁବନେଶ୍ୱର ସିଟି ନଲେଜ୍ ଇନୋଭେସନ୍ କ୍ଲଷ୍ଟର (ବିସିକେଆଇସି) ଫାଉଣ୍ଡେସନ୍, କିଟ୍, ଓଡ଼ିଶା ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତି ବିଭାଗ ମିଳିତ!-->…
Read More...
Read More...
ଦଶ ଲକ୍ଷରେ ଗୋଟିଏ କ୍ଷେତ୍ରରେ ଦେଖାଦେଉଥିବା ଜନ୍ମଗତ ତ୍ରୁଟିର ସମ୍ମମ୍ରେ ସଫଳ ଅସ୍ତ୍ରୋପଚାର
ଭୁବନେଶ୍ୱର, ୨୪/ ୦୩ : ଏକ ବିରଳ ଘଟଣାରେ ଜନ୍ମଗତ ତ୍ରୁଟି ଯୋଗୁଁ ମୁହଁର ବିଭିନ୍ନ ଅଂଶରେ ଛିଦ୍ର ଓ ଫାଙ୍କ (ଟେସିୟର୍ କ୍ଲେଫ୍ଟ) ଥିବା ଗୋଟିଏ ୧୫ ମାସର ଶିଶୁ କନ୍ୟାର!-->…
Read More...
Read More...
ବିଶ୍ୱ ଯକ୍ଷ୍ମା ଦିବସ ଅବସରରେ ସମ୍ ହସ୍ପିଟାଲ୍ ପକ୍ଷରୁ ସଚେତନତା ରାଲି
ଭୁବନେଶ୍ୱର , ୨୪/ ୦୩ : ବିଶ୍ୱ ଯକ୍ଷ୍ମା ଦିବସ ଅବସରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍!-->…
Read More...
Read More...
ନିଜ ଭୁଲ୍ରୁ ଶିକ୍ଷା ଗ୍ରହଣ କରି ଆଗକୁ ବଢ଼: ରୋହିତ ତିୱାରୀ
ଭୁବନେଶ୍ୱର , ୨୪/ ୦୩ : ନିଜ ଭୁଲ୍ରୁ ଶିକ୍ଷା ଗ୍ରହଣ କରି ଆଗକୁ ବଢ଼ିବା ଉଚିତ୍ । ଆଗକୁ ବଢ଼ିବା ପାଇଁ ନିଜ ଭିତରେ ଗୋଟିଏ ଜିଦ୍ ରହିବା ଆବଶ୍ୟକ ଏବଂ ଜୀବନରେ ନୈତିକ!-->…
Read More...
Read More...
ରାହୁଲ ଡାକିଲେ ଜରୁରୀ ବୈଠକ
ରାହୁଲ ଗାନ୍ଧୀଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ପରେ କଂଗ୍ରେସ ଡାକିଲା ଜରୁରୀ ବୈଠକ । ଦିଲ୍ଲୀ କଂଗ୍ରେସ ମୁଖ୍ୟାଳୟରେ ସଂଧ୍ୟା ୫ଟାରେ ବୈଠକ ବସିବ । ଏଥିପାଇଁ ଷ୍ଟିୟରିଂ!-->…
Read More...
Read More...
ଓଡ଼ିଶାରେ ହାତୀଙ୍କ ସୁରକ୍ଷା ଓ ସଂରକ୍ଷଣ ପାଇଁ ସମୟୋଚିତ ପଦକ୍ଷେପ ନିଆଯାଉ – ଧର୍ମେନ୍ଦ୍ର ପ୍ରଧାନ
ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ପରିବେଶ ଓ ଜଙ୍ଗଲ ମନ୍ତ୍ରୀଙ୍କୁ ପତ୍ର ଲେଖିଲେ କେନ୍ଦ୍ରମନ୍ତ୍ରୀ
ନୂଆଦିଲ୍ଲୀ/ଭୁବନେଶ୍ୱର, ମାର୍ଚ୍ଚ ୨୩ – ଓଡ଼ିଶାରେ ହାତୀ ଓ!-->!-->!-->…
Read More...
Read More...
‘ପଦ୍ମଶ୍ରୀ’ ପୁରସ୍କାରପ୍ରାପ୍ତ କଣ୍ଢେଇ ନୃତ୍ୟଶିଳ୍ପୀ ମାଗୁଣୀ ଚରଣ କୁଅଁରଙ୍କୁ ଭେଟିଲେ…
ନୂଆଦିଲ୍ଲୀ ଠାରେ 'ପଦ୍ମଶ୍ରୀ' ପୁରସ୍କାରପ୍ରାପ୍ତ କେନ୍ଦୁଝର ଜିଲ୍ଲାର କଣ୍ଢେଇ ନୃତ୍ୟଶିଳ୍ପୀ ମାଗୁଣୀ ଚରଣ କୁଅଁରଙ୍କୁ ଭେଟିଲେ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ!-->…
Read More...
Read More...
ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ବିଭିନ୍ନ ପ୍ରତିଯୋଗିତା ଆୟୋଜନ
ଭୁବନେଶ୍ୱର : ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଆଜି ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି I ଏହି ଅବସରରେ ଆଜି!-->…
Read More...
Read More...
ଯକ୍ଷ୍ମା ଓ ମେରୁଦଣ୍ଡ ଯକ୍ଷ୍ମା ରୋଗର ନିରାକରଣ ସମ୍ଭବ: କିମ୍ସ ବିଶେଷଜ୍ଞ
ମାର୍ଚ୍ଚ ୨୪: ‘ବିଶ୍ୱ ଯକ୍ଷ୍ମା ଦିବସ’
ଭୁବନେଶ୍ୱର,୨୩ା୩: ଜନସାଧାରଣଙ୍କ ମଧ୍ୟରେ ଯକ୍ଷ୍ମାରୋଗ ପ୍ରତି ସଚେତନତା ସୃଷ୍ଟି ସହ ଏହାର ନିରାକରଣ ‘ବିଶ୍ୱ ଯକ୍ଷ୍ମା!-->!-->!-->…
Read More...
Read More...