Browsing Category

News

ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା ପରେ ଆଜି ମନ୍ଦିର ଯାଇ ଠାକୁର ଦର୍ଶନ କଲେ ଦ୍ରୌପଦୀ ମୁର୍ମୁ

ଗତକାଲି ଏନଡିଏ ତରଫରୁ ଓଡିଶାରୁ ମୟୁରଭଞ୍ଜ ଜିଲ୍ଲାର ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରାଯାଇଛି I ଏହାପରେ ଆଜି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ
Read More...

ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ହେବା ପରେ ଦ୍ରୌପଦୀ ମୁର୍ମୁଙ୍କୁ ଜେଡ୍‌ ପ୍ଲସ୍ ସୁରକ୍ଷା: ଦାୟିତ୍ୱରେ ୧୨ CRPF, ଜଣେ…

ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ହେବା ପରେ ଦ୍ରୌପଦୀ ମୁର୍ମୁଙ୍କୁ ଦିଆଗଲା ଜେଡ୍‌ପ୍ଲସ ସୁରକ୍ଷା। କେନ୍ଦ୍ର ସରକାରଙ୍କ ପକ୍ଷରୁ ତାଙ୍କୁ ସୁରକ୍ଷା ଯୋଗାଇ ଦିଆଯାଇଛି।
Read More...

ରାଷ୍ଟ୍ରପତି ନିର୍ବାଚନ: ୨୫ ରେ ନାମାଙ୍କନପତ୍ର ଦାଖଲ କରିବେ ଦ୍ରୌପଦୀ ମୁର୍ମୁ

ଦେଶରେ ଆସନ୍ତା ଜୁଲାଇ ୧୮ ରେ ଅନୁଷ୍ଠିତ ହେବାକୁ ଯାଉଛି ରାଷ୍ଟ୍ରପତି ନିର୍ବାଚନ I ଗତ କାଲି ଏନଡିଏ ପକ୍ଷରୁ ଓଡ଼ିଶାର ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ
Read More...

ବଢୁଛି ସଂକ୍ରମଣ: ଗତ ୨୪ ଘଣ୍ଟା ମଧ୍ୟରେ ୪୫ କରୋନା ସଂକ୍ରମିତ ଚିହ୍ନଟ

ଗତ ଏକ ସପ୍ତାହ ମଧ୍ୟରେ ରାଜ୍ୟର ଦୈନିକ କରୋନା ସଂକ୍ରମଣ ଉପରମୁହାଁ ହେବାରେ ଲାଗିଛି I ଏହା ପୂର୍ବରୁ କରନା ସଂକ୍ରମଣ ସମ୍ପୂର୍ଣ୍ଣ ହ୍ରାସ ପାଇ ସ୍ଥିତି ଆୟତରେ
Read More...

ଏନଡ଼ିଏର ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁଙ୍କୁ ଅଭିନନ୍ଦନ ଜଣାଇଲେ କେନ୍ଦ୍ରମନ୍ତ୍ରୀ-ଧର୍ମେନ୍ଦ୍ର ପ୍ରଧାନ

ରାଷ୍ଟ୍ରପତି ପଦବୀ ପାଇଁ ଦ୍ରୌପଦୀ ମୁର୍ମୁଙ୍କୁ ଚୟନ କରି ପ୍ରଧାନମନ୍ତ୍ରୀ ଓଡ଼ିଶାକୁ ଗୌରବାନ୍ୱିତ କରିଛନ୍ତି-ଧର୍ମେନ୍ଦ୍ର ପ୍ରଧାନ ଏହି ଗରିମାମୟ ପଦବୀ
Read More...

ବିରୋଧୀ ମହାମେଣ୍ଟର ରାଷ୍ଟ୍ରପତି ପ୍ରାର୍ଥୀ ହେଲେ ଯଶୋବନ୍ତ ସିହ୍ନା

ଆସନ୍ତା ଜୁଲାଇ ୧୮ ତାରିଖରେ ହେବାକୁ ଯାଉଛି ରାଷ୍ଟ୍ରପତି ନିର୍ବାଚନ । ତେଣୁ ଏହାକୁ ନେଇ ଉଭୟ ଶାସକ ଓ ବିରୋଧୀ ପ୍ରାର୍ଥୀ ଚୟନ ନେଇ ବ୍ୟସ୍ତ ରହିଛନ୍ତି । ବିରୋଧୀ ଦଳ ର
Read More...

ସୋଆର ପୁରାତନ ଛାତ୍ରଙ୍କ ଦ୍ୱାରା ନୂଆ ଫୁଡ୍ ଷ୍ଟାର୍ଟଅପ ଆରମ୍ଭ

ଭୁବନେଶ୍ୱର, ୨୧/୩: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପୁରାତନ ଛାତ୍ରଙ୍କ ଦ୍ୱାରା ଏକ ଫୁଡ୍ ଷ୍ଟାର୍ଟଅପ୍ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେଶନ ଆଣ୍ଡ ରିସର୍ଚ୍ଚ
Read More...

‘ଶ୍ରୀ’ ସମ୍ମାନରେ ସମ୍ମାନିତ ହେଲେ ସୋଆ ଏସ୍‌ଏଚଏମ୍ ଡିନ୍‌

ଭୁବନେଶ୍ୱର,୨୧/୦୬: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ୍ମ୍ୟାନେଜମେଂଟ ଡିନ୍ ତଥା ଉପଦେଷ୍ଟା ପ୍ରଫେସର ଶିତିକଣ୍ଠ ମିଶ୍ର ଙ୍କୁ ‘ଶ୍ରୀ’
Read More...

ରୋମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମହାତ୍ମା ଗାନ୍ଧିଙ୍କୁ ଅର୍ପଣ କଲେ ଶ୍ରଦ୍ଧାଞ୍ଜଳି

୧୦ଦିନିଆ ବିଦେଶ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଇଟାଲୀରେ ପହଞ୍ଚିଛନ୍ତି। ଇଟାଲୀରେ ପହଞ୍ଚିବା ପରେ ଆଜି ଗସ୍ତର ପ୍ରଥମ ଦିନରେ ରୋମ ସହର ବୁଲି
Read More...

ଶ୍ରୀ ବୈଷ୍ଣବ ଏହା ମଧ୍ୟ କହିଛନ୍ତି ଯେ ପୁରୀ ରେଳ ଷ୍ଟେସନର ପୁନଃ ବିକାଶ କାର୍ଯ୍ୟ ଏକ ବିଶ୍ୱ ସ୍ତରୀୟ ଢାଞ୍ଚାରେ…

ଶ୍ରୀ ବୈଷ୍ଣବ ପୁରୀ ରେଳ ଷ୍ଟେସନକୁ ନୀରିକ୍ଷଣ କରି ପ୍ରସ୍ତାବିତ ବିଶ୍ୱ ସ୍ତରୀୟ ଷ୍ଟେସନ କାର୍ଯ୍ୟର ସମୀକ୍ଷା କରିଥିଲେ ଯାହା ଖୁବ ଶୀଘ୍ର ନିର୍ମାଣ କରାଯିବ | ଶ୍ରୀ
Read More...