Browsing Category
News
ହ୍ୟୁମାନ୍ ସାଗର ମୃତ୍ୟୁ ଘଟଣା: ହାଇକୋର୍ଟରେ ସୋମେଶ୍ଙ୍କ ଆଗୁଆ ଜାମିନ ଆବେଦନ
ଭୁବନେଶ୍ବର: କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ଘଟଣାରେ ସଙ୍ଗୀତ ନିର୍ଦ୍ଦେଶକ ସୋମେଶ ଶତପଥୀ ହାଇକୋର୍ଟରୁ ଆଗୁଆ ଜାମିନ ଆବେଦନ କରିଛନ୍ତି । ସମ୍ଭାବ୍ୟ!-->…
Read More...
Read More...
ସମ୍ବଲପୁରରେ ‘ସାଂସଦ ଖେଳ ମହୋତ୍ସବ’ର ରାଷ୍ଟ୍ରୀୟ ଉଦଯାପନୀ ସମାରୋହରେ କେନ୍ଦ୍ରମନ୍ତ୍ରୀ
କ୍ରୀଡ଼ା ଭିତ୍ତିଭୂମିର ବିକାଶ ସହ ଖେଳରେ ଯୁବଶକ୍ତିଙ୍କ ଭାଗିଦାରୀକୁ ବଢାଇବା- ଧର୍ମେନ୍ଦ୍ର ପ୍ରଧାନ
ସମ୍ବଲପୁର, ଡିସେମ୍ବର ୨୫ – କ୍ରୀଡ଼ା ଭିତ୍ତିଭୂମିର ବିକାଶ ସହ!-->!-->!-->…
Read More...
Read More...
ଅଟଳଜୀଙ୍କ “ସୁଶାସନ” ମନ୍ତ୍ର ହିଁ ଓଡ଼ିଶାକୁ ବିକଶିତ କରିବ – ଧର୍ମେନ୍ଦ୍ର ପ୍ରଧାନ
ବୁର୍ଲାରେ ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଦେଲେ କେନ୍ଦ୍ରମନ୍ତ୍ରୀ
ସମ୍ବଲପୁର, ଡିସେମ୍ବର ୨୫ - ଆଜି ବୁର୍ଲାରେ କେନ୍ଦ୍ରମନ୍ତ୍ରୀ ଶ୍ରୀ!-->!-->!-->…
Read More...
Read More...
ଜନସେବା ଏବଂ ରାଷ୍ଟ୍ରସେବାକୁ ନିଜର ଧର୍ମ ଭାବେ ଗ୍ରହଣ କରିଥିଲେ ସ୍ୱର୍ଗତ ବାଜପେୟୀ- ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ବାଜପେୟୀଜୀଙ୍କ ସୁଶାସନର ମନ୍ତ୍ର ଏବଂ ମୋଦୀଜୀଙ୍କ ପ୍ରଶାସନିକ ସଂସ୍କାରକୁ ପାଥେୟ କରି ଆମ ୧୮ ମାସର ସରକାର ଓଡିଶାର ସାଢେ ଚାରି କୋଟି ଲୋକଙ୍କ କଲ୍ୟାଣ!-->…
Read More...
Read More...
ରେଢ଼ାଖୋଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସହ ଅନେକ ଉନ୍ନୟନମୂଳକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ
୨୪୫ କୋଟି ଟଙ୍କାର ପ୍ରକଳ୍ପ ଶିକ୍ଷାର ମାନକୁ ବଢ଼ାଇବା ସହ ବିକାଶ ପ୍ରକ୍ରିୟାକୁ ଆହୁରି ତ୍ୱରାନ୍ୱିତ କରିବ - ଧର୍ମେନ୍ଦ୍ର ପ୍ରଧାନ
ରେଢାଖୋଲ/ସମ୍ବଲପୁର, ଡିସେମ୍ବର!-->!-->!-->…
Read More...
Read More...
ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ!-->…
Read More...
Read More...
ବିଶ୍ୱ ଓଡ଼ିଆ ପରିବାରର ଓଡ଼ିଆ ଖାଦ୍ୟ ମହୋତ୍ସବ-୨୦୨୫ର ଦ୍ୱିତୀୟ ଦିବସ
ଓଡ଼ିଆ ଖାଦ୍ୟମହୋତ୍ସବ ରାଜ୍ୟରେ ପ୍ରଥମ ଓ ଏକ ସଫଳ ପ୍ରୟାସ
!-->!-->!-->…
Read More...
Read More...
କେନ୍ଦ୍ର ସରକାର ୩ଟି ନୂଆ ଏୟାରଲାଇନ୍ସକୁ ଅନୁମତି ପ୍ରଦାନ କରିଛନ୍ତି
ନୂଆଦିଲ୍ଲୀ: ଇଣ୍ଡିଗୋ ସଙ୍କଟ ପରେ କେନ୍ଦ୍ର ୩ଟି ନୂଆ ଏୟାରଲାଇନ୍ସକୁ ଅନୁମତି ପ୍ରଦାନ କରିଛି । ଶଙ୍ଖ ଏୟାର, ଅଲ ହିନ୍ଦ ଏୟାର ଓ ଫ୍ଲାଇଏକ୍ସପ୍ରେସକୁ ଅନୁମତି ଦେଇଛନ୍ତି!-->…
Read More...
Read More...
ସାନ୍ତାଳୀ ଭାଷାରେ ସମ୍ବିଧାନ ଉନ୍ମୋଚନ କଲେ ରାଷ୍ଟ୍ରପତି
ଭୁବନେଶ୍ୱର: ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସାନ୍ତାଳୀ ଭାଷାରେ ସମ୍ବିଧାନ ଜାରି କରିଛନ୍ତି। ଏହି ଅବସରରେ ରାଷ୍ଟ୍ରପତି!-->…
Read More...
Read More...
ମହୋଦଧିରେ ଭାସିଆସିଲେ ମହାପ୍ରଭୁ
ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତିମୂର୍ତ୍ତି ସମୁଦ୍ର ବେଳାଭୂମିକୁ ଭାସି ଆସିଛି । ଏହି ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇ କୋଟିକୋଟି ଜଗନ୍ନାଥ!-->…
Read More...
Read More...