Browsing Category
News
ଦିନ ୩ଟା ସୁଦ୍ଧା ଆସାମରେ ୭୫.୯୧% ମତଦାନ;
ଆସାମ: ଆଜି ଭାରତର ୩ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେଉଛି। ଏଥିରେ ଆସାମ, କେରଳ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ପୁଡୁଚେରୀ ଅନ୍ତର୍ଭୁକ୍ତ। ଉଭୟ ରାଜ୍ୟରେ ସକାଳ!-->…
Read More...
Read More...
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆସନ୍ତାକାଲି ବସିବ କ୍ୟାବିନେଟ୍ ବୈଠକ
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ ୩୮ ତମ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନରେ ପୂର୍ବାହ୍ନ ୧୧ଟାରେ!-->…
Read More...
Read More...
ମେଟ୍ରୋ ପ୍ରକଳ୍ପର ପୁନରୁଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର
ଭୁବନେଶ୍ୱର: କିଛି ଦିନ ତଳେ ରାଜ୍ୟ ସରକାର ମେଟ୍ରୋ ପ୍ରକଳ୍ପକୁ ବର୍ତ୍ତମାନ ପାଇଁ ସ୍ଥଗିତ ରଖିଥିବା ନେଇ ଘୋଷଣା କରିଥିଲେ । ଏବେ ରାଜ୍ୟସଭା ସାଂସଦ ତଥା ବରିଷ୍ଠ!-->…
Read More...
Read More...
୩ଟି ଗ୍ରୀଡ୍ ଓ ୮ଟି ଟ୍ରାନ୍ସମିସନ୍ ଲାଇନର ଲୋକାର୍ପଣ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମଝି
ଭୁବନେଶ୍ୱର: ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ସମୟରେ ଘଣ୍ଟା ଘଣ୍ଟା ଧରିକଟିବନି ବିଦ୍ୟୁତ । ପାଓ୍ବାର କଟ୍କୁ ନେଇ ଏକ ଗୁଡ୍ ନ୍ୟୁଜ୍ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।!-->…
Read More...
Read More...
ଓଡ଼ିଶାକୁ ବୟନ ଓ ପୋଷାକ ଶିଳ୍ପ ପାଇଁ ଏକ ହବ୍ରେ ପରିଣତ କରିବାପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମ
ଭୁବନେଶ୍ୱର: ଆଜି କଟକ ଜିଲ୍ଲାର ରାମଦାସପୁର ଠାରେ ପେଜ୍ ଇଣ୍ଡଷ୍ଟ୍ରିଜ୍ ପକ୍ଷରୁ ସ୍ଥାପିତ ଏକ ବୃହତ ଆପାରେଲ୍ ମ୍ୟାନୁଫାକ୍ଚରିଂ ୟୁନିଟ୍ର ଶୁଭ ଉଦ୍ଘାଟନ କରି!-->…
Read More...
Read More...
ଆଜିଠୁ ଘଟଗାଁରେ ମା’ ତାରିଣୀଙ୍କ ପ୍ରସିଦ୍ଧ ଚଇତି ପର୍ବ
ଭୁବନେଶ୍ବର: କେନ୍ଦୁଝର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରିଣୀଙ୍କ ପୀଠରେ ଆଜିଠୁ ଆରମ୍ଭ ହୋଇଛି ପ୍ରସିଦ୍ଧ ଚଇତି ପର୍ବ। ଚୈତ୍ର ପୂର୍ଣ୍ଣିମା ଅବସରରେ ଅନୁଷ୍ଠିତ ଏହି!-->…
Read More...
Read More...
ରାଜ୍ୟସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା
ଭୁବନେଶ୍ୱର: ରାଜ୍ୟସଭାରେ ବିଜେଡିର ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ର ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫା ପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ!-->…
Read More...
Read More...
ଆସାମ, କେରଳମ୍ ଓ ପୁଡୁଚେରୀରେ ଭୋଟିଂ ଜାରି: ମୈଦାନରେ ୧୮୯୯ ପ୍ରାର୍ଥୀ
ନୂଆଦିଲ୍ଲୀ: ଦେଶର ଦୁଇଟି ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରେ ଆଜି ସକାଳୁ ଭୋଟ୍ ଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଛି। ଆସାମ, କେରଳ ଓ ପୁଡୁଚେରୀର ଭୋଟରମାନେ ଆଜି!-->…
Read More...
Read More...
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜେଶ ମହାନ୍ତି ଗିରଫ
ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ସ୍ଥିତ କେନ୍ଦ୍ରୀୟ ଜଳସେଚନ ମଣ୍ଡଳର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତିଙ୍କୁ ଆଜି!-->…
Read More...
Read More...
ଲେବାନନରେ ଇସ୍ରାଏଲର ଭୟଙ୍କର ଏୟାରଷ୍ଟ୍ରାଇକ୍; ଥରିଲା ମଧ୍ୟପ୍ରାଚ୍ୟ
ୱାଶିଂଟନ୍: ମଧ୍ୟପ୍ରାଚ୍ୟରେ ଶାନ୍ତି ଫେରିବା ପରିବର୍ତ୍ତେ ପରିସ୍ଥିତି ଅଧିକ ଜଟିଳ ହେବାରେ ଲାଗିଛି। ଆମେରିକା-ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣାର!-->…
Read More...
Read More...