Browsing Category

News

ହ୍ୟୁମାନ୍ ମୃତ୍ୟୁ ମାମଲା: ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କଲେ ଗାୟିକା ଅର୍ପିତା ଚୌଧୁରୀ

ଭୁବନେଶ୍ବର: ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କଲେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ। ଏହି ମାମଲାରେ ସଙ୍ଗୀତକାର ସୋମେଶ ଶତପଥୀ ମଧ୍ୟ…
Read More...

କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ

ରେଢ଼ାଖୋଲ ସହରରେ ଏକ ବାଇପାସ ନିର୍ମାଣ ପାଇଁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର, ଡିସେମ୍ବର ୩୦ - ରେଢ଼ାଖୋଲ ସହରବାସୀଙ୍କ ଦୀର୍ଘଦିନର…
Read More...

କାଶୀ ତାମିଲ ସଙ୍ଗମମ୍ ୪.୦ ର ସମାପନ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ

ଭାଷାଗତ ବିବିଧତା ଜ୍ଞାନର ସେତୁ ସାଜିଲେ ଭବିଷ୍ୟତ ଶକ୍ତିଶାଳୀ ହେବ - ଧର୍ମେନ୍ଦ୍ର ପ୍ରଧାନ ରାମେଶ୍ୱରମ/ତାମିଲନାଡୁ, ଡିସେମ୍ବର ୩୦ - ଭାଷାଗତ ବିବିଧତା…
Read More...

ବିଶ୍ୱ ଓଡ଼ିଆ ପରିବାରରସାତଦିନିଆ ଖାଦ୍ୟ ମହୋତ୍ସବର ଉଦ୍‌ଯାପନ

ଭୁବନେଶ୍ୱର, ୩୦.୧୨.୨୦୨୫, ବିଶ୍ୱ ଓଡ଼ିଆ ପରିବାର ଦ୍ୱାରା ଆୟୋଜିତ ଗତ ୨୩ ତାରିଖରୁ ଆୟୋଜିତ ସାତଦିନିଆ ‘ଓଡ଼ିଶା ଖାଦ୍ୟ ମହୋତ୍ସବ-୨୦୨୫’ର ଉଦ୍‌ଯାପନ ହୋଇଯାଇଛି।…
Read More...

ଟାଟା ପାୱାର ବିରୋଧରେ ଜନସ୍ୱାର୍ଥ ମାମଲା ରୁଜୁ

ଭୁବନେଶ୍ୱର: ଟାଟା ପାୱାର ବିରୋଧରେ ଜନସ୍ୱାର୍ଥ ମାମଲା ଦାୟର । ସ୍ମାର୍ଟ ମିଟର ଏବଂ ଅତିରିକ୍ତ ସୁରକ୍ଷା ଜମାକୁ ବିରୋଧ । ତୁରନ୍ତ ପ୍ରତ୍ୟାହାର ଦାବିରେ ଦାୟର ହେଲା…
Read More...

ପ୍ରଦୂଷଣ କଲେ ହେବ ଆକ୍ସନ: ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ

ଭୁବନେଶ୍ୱର: ବଣଭୋଜି କରୁଥିଲେ ସାବଧାନ । ପ୍ରଦୂଷଣ କଲେ ହେବ ଆକ୍ସନ । ବଣଭୋଜି ଉପରେ ପଲ୍ୟୁସନ କଣ୍ଟ୍ରୋଲ ବୋର୍ଡ ନଜର ରଖୁଥିବା ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ…
Read More...

ବାଂଲାଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ

ନୂଆଦିଲ୍ଲୀ: ପରଲୋକରେ ବାଂଲାଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଖାଲିଦା ଜିଆ । ୮୦ ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ଢାକାର ଘରୋଇ ହସ୍ପିଟାଲରେ…
Read More...

ଧନୁଯାତ୍ରା ପାଇଁ କମ୍ପୁଛି ବରଗଡ଼ ଓ ଅମ୍ବାପାଲ୍ଲୀ

ଭୁବନେଶ୍ଵର: ଧନୁଯାତ୍ରା ପାଇଁ କମ୍ପୁଛି ବରଗଡ଼ ଓ ଅମ୍ବାପାଲ୍ଲୀ। ରଙ୍ଗମହଲରେ ମହାରାଜ କଂସଙ୍କ ରଙ୍ଗସଭା ଚାଲିଛି। ଏହା ପୂର୍ବରୁ ନଗର ପରିକ୍ରମା କରିଛନ୍ତି କଂସ…
Read More...

ଆଜି ହେଉଛି ଶାମ୍ବ ଦଶମୀ

ଭୁବନେଶ୍ବର: ଶାମ୍ବ ଦଶମୀ ପୌଷ ଶୁକ୍ଳ ଦଶମୀ ଦିନ ପାଳନ କରାଯାଏ। ଶାମ୍ବ ଦଶମୀ ହେଉଛି ସୂର୍ଯ୍ୟ ପୂଜାର ପର୍ବ, ଯେପରି କୁମାରପୂର୍ଣ୍ଣମୀ ଚନ୍ଦ୍ରପୂଜା ପର୍ବ। ବର୍ଷର…
Read More...

୨୨ତମ ପାରସୀ ମହା ଏବଂ ଓଲ ଚିକି ଶତବାର୍ଷିକୀ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଝାଡଖଣ୍ଡର ଜାମସେଦପୁରରେ ୨୨ତମ ପାରସୀ ମହା ଏବଂ ଓଲ ଚିକିର ଶତବାର୍ଷିକୀ ସମାରୋହର ସମାପନ କାର୍ଯ୍ୟକ୍ରମରେ ଯୋଗ ଦେଇ ଏହାକୁ…
Read More...