Browsing Category
News
ସମ ହସ୍ପିଟାଲ୍ର ଡାକ୍ତର ପ୍ରଦୀପ୍ତ ଶେଖର ପାତ୍ରୋ ଇଣ୍ଡିଆନ୍ ଜର୍ନାଲ ଅଫ୍ ର୍ୟୁମାଟୋଲଜି ଦ୍ୱାରା ସମ୍ମାନିତ
ଭୁବନେଶ୍ୱର, ଅକ୍ଟୋବର ୧୩: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଦ ମେଡିକାଲ ସାଇନ୍ସେସ୍ ଆଣ୍ଡ ସମ ହସ୍ପିଟାଲ୍ର ପ୍ରଫେସର (ଡାକ୍ତର)!-->…
Read More...
Read More...
‘ବିକଶିତ ଭାରତ ବିଲ୍ଡାଥନ୍’ ନୂତନ ବିଶ୍ୱ ମଡେଲ୍ ତିଆରି କରିବ – ଧର୍ମେନ୍ଦ୍ର ପ୍ରଧାନ
ଦେଶବ୍ୟାପୀ 'ବିକଶିତ ଭାରତ ବିଲ୍ଡାଥନ୍ -୨୦୨୫' ଉଦଘାଟିତ
ନୂଆଦିଲ୍ଲୀ/ଭୁବନେଶ୍ୱର,ଅକ୍ଟୋବର ୧୩, ୨୦୨୫ – 'ବିକଶିତ ଭାରତ ବିଲ୍ଡାଥନ୍’ ହେଉଛି ଉଦ୍ଭାବନ, ସୃଜନଶୀଳତା!-->!-->!-->…
Read More...
Read More...
କରୁର ଦଳାଚକଟା ଘଟଣାର CBI କରିବ ତଦନ୍ତ
ତାମିଲନାଡୁ: କରୁର ଦଳାଚକଟା ଘଟଣାର ହେବ CBI ତଦନ୍ତ । ତାମିଲନାଡୁ କରୁରରେ ଦଳାଚକଟାରେ ୪୧ଜଣଙ୍କ ମୃତ୍ୟୁ ହୋଇଥିଲା । ଘଟଣାର CBI ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ!-->…
Read More...
Read More...
ମମତା ଭୁଟାନକୁ ମାଗିଲେ କ୍ଷତିପୂରଣ
ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଉତ୍ତର ବଙ୍ଗଳାରେ ହୋଇଥିବା ବନ୍ୟା ପାଇଁ ପଡ଼ୋଶୀ ଦେଶ ଭୁଟାନକୁ କ୍ଷତିପୂରଣ ଦାବି କରିଛନ୍ତି। ମମତା!-->…
Read More...
Read More...
ନୂଆପଡ଼ା ଉପନିର୍ବାଚନରେ ଆଜିଠୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ବର: ନୂଆପଡ଼ା ଉପନିର୍ବାଚନ ପାଇଁ ନିର୍ବାଚନ କମିଶନ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଆଜିଠାରୁ ପ୍ରାର୍ଥୀମାନେ ନାମାଙ୍କନ ପତ୍ର!-->…
Read More...
Read More...
କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟରେ ଆୟୋଜିତ ରାଷ୍ଟ୍ରୀୟ ଶିକ୍ଷାନୀତି ୨୦୨୦ ଆଲୋଚନାରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜି କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ, ପୁରୀ ଠାରେ ଆୟୋଜିତ ରାଷ୍ଟ୍ରୀୟ ଶିକ୍ଷାନୀତି ୨୦୨୦ ସନ୍ଦର୍ଭରେ, ଭାରତୀୟ ଜ୍ଞାନ ପରମ୍ପରା ସମ୍ପର୍କରେ ଆଲୋଚନା!-->…
Read More...
Read More...
ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ଗେଜେଟ୍ ବିଜ୍ଞପ୍ତି
ଭୁବନେଶ୍ୱର: ଆସନ୍ତା ନଭେମ୍ବର ୧୧ ତାରିଖରେ ହେବାକୁ ଥିବା ନୂଆପଡ଼ା ଉପନିର୍ବାଚନ ପାଇଁ ଭାରତ ନିର୍ବାଚନ ଆୟୋଗ ପକ୍ଷରୁ ଗେଜେଟ୍ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ!-->…
Read More...
Read More...
ନିଜ ଜନ୍ମଦିନରେ ପଦଯାତ୍ରା କରିବେ ନବୀନ
ଭୁବନେଶ୍ୱର: ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ନିଜ ଦଳର ପଦଯାତ୍ରା ଆରମ୍ଭ ହୋଇଥିବାବେଳେ ଯୋଗ ଦେଇ ନ ଥିଲେ । ଏଥି ପାଇଁ ବିରୋଧୀ ଦଳ ପ୍ରଶ୍ନ ଉଠାଇଥିବା ବେଳେ!-->…
Read More...
Read More...
ବିରାଟ କୋହଲିଙ୍କୁ ପଛରେ ପକାଇ ଇତିହାସ ରଚିଲେ ସ୍ମୃତି ମନ୍ଧାନା
ନୂଆଦିଲ୍ଲୀ: ସ୍ମୃତି ମନ୍ଧାନା ଦିନିକିଆ କ୍ରିକେଟରେ 5,000 ରନ୍ ପୂରଣ କରିବାରେ ଦ୍ରୁତତମ ବ୍ୟାଟର ହୋଇଛନ୍ତି। ସେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ 2025 ମହିଳା!-->…
Read More...
Read More...
ଏନସିଇଆରଟି ଯୁଗ୍ମ ନିର୍ଦ୍ଦେଶକଙ୍କ ଭୁବନେଶ୍ବର ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ପରିଦର୍ଶନ
ଭୁବନେଶ୍ବର: ଜାତୀୟ ଶିକ୍ଷା ଗବେଷଣା ଓ ତାଲିମ ପରିଷଦ (ଏନସିଇଆରଟି) ର ଯୁଗ୍ମ ନିର୍ଦ୍ଦେଶକ ପ୍ରଫେସର ପ୍ରକାଶ ଚନ୍ଦ୍ର ଅଗ୍ରଓ୍ବାଲ ଅକ୍ଟୋବର ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ!-->…
Read More...
Read More...