Browsing Category
News
ବିଜେପିର ପ୍ରଥମ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ, ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ
ଭୁବନେଶ୍ବର: କାମାକ୍ଷାନଗର ପୂର୍ବତନ ବିଧାୟକ ତଥା ବିଜେପିର ପ୍ରଥମ ବିଧାୟକ ପ୍ରସନ୍ନ କୁମାର ପଟ୍ଟନାୟକଙ୍କ ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କପ ୭୪ ବର୍ଷ ବୟସ!-->…
Read More...
Read More...
ଆଜି ସୁପ୍ରିମକୋର୍ଟର ତିନି ନୂଆ ବିଚାରପତିଙ୍କ ଶପଥ ଗ୍ରହଣ
ନୂଆଦିଲ୍ଲୀ :- ସର୍ବୋଚ୍ଚ ନ୍ୟାୟାଳୟରେ ୩ ନୂଆ ବିଚାରପତିଙ୍କ ନିଯୁକ୍ତିକୁ ଗତକାଲି ମଞ୍ଜୁର କରିଥିଲେ କେନ୍ଦ୍ର ସରକାର । କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘାୱାଲ!-->…
Read More...
Read More...
ବର୍ଷାଋତୁକାଳୀନ ରୋଗ ନିୟନ୍ତ୍ରଣ ନିମନ୍ତେ ସ୍ଵାସ୍ଥ୍ୟ ବିଭାଗର ବ୍ୟାପକ ପ୍ରସ୍ତୁତି
ଭୁବନେଶ୍ୱର:- ଚଳିତ ବର୍ଷ ବର୍ଷାଋତୁକାଳୀନ ରୋଗ ପ୍ରତିରୋଧ ଓ ନିୟନ୍ତ୍ରଣ ନିମନ୍ତେ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ପ୍ରାକ-ପ୍ରସ୍ତୁତି ଆରମ୍ଭ ହୋଇସାରିଛି!-->…
Read More...
Read More...
ଟାଇମ୍ସ ନାଓ ବିଜିନେସ୍ ଏକ୍ସିଲେନ୍ସ ଆୱାର୍ଡ : ସୋଆକୁ ୮ଟି ସମ୍ମାନ ପ୍ରଦାନ
ସୋଆ ପରିଚାଳିତ ଆଇଟିଇଆର୍, ଏସ୍ଏନ୍ଆଇଏଲ୍ ଏବଂ ଆଇବିସିଏସ୍ ପୂର୍ବ ଭାରତର ସର୍ବଶ୍ରେଷ୍ଠ ଇଞ୍ଜିନିୟରିଂ, ଆଇନ’ ଓ ମ୍ୟାନେଜମେଂଟ କଲେଜ ଆଇଏମଏସ୍ ଆଣ୍ଡ ସମ୍!-->!-->!-->…
Read More...
Read More...
ରକ୍ତ କର୍କଟକୁ ଅଧିକ ମାତ୍ରାରେ ପରାସ୍ତ କରୁଛନ୍ତି ଶିଶୁ : ପ୍ରଫେସର ସାମଲ
ଭୁବନେଶ୍ୱର, ମଇ ୨୯ : ଦେଶରେ ରକ୍ତ କର୍କଟ ରୋଗ ବୃଦ୍ଧି ପାଉଥିବା ବେଳେ ଶିଶୁମାନେ ମଧ୍ୟ ଅଧିକ ମାତ୍ରାରେ ଏଭଳି ଜଟିଳ ବ୍ୟାଧୀରେ ପୀଡ଼ିତ ହେଉଛନ୍ତି । ୧ ବର୍ଷରୁ ୧୦ବର୍ଷ!-->…
Read More...
Read More...
ଭାରତୀୟ ନୌସେନା ଓ ଭାରତୀୟ ତଟରକ୍ଷୀ ସହ କିଟ୍ର ଦୁଇ ବୁଝାମଣାପତ୍ର ସ୍ୱାକ୍ଷରିତ
ଭୁବନେଶ୍ୱର, ୨୯ ।୫: ଶିକ୍ଷାଗତ ସଶକ୍ତିକରଣ ଏବଂ ଅନ୍ତର୍ଭୁକ୍ତିମୂଳକ ରାଷ୍ଟ୍ର ନିର୍ମାଣ ଦିଗରେ ଏକ ପଦକ୍ଷେପ ସ୍ୱରୂପ, କିଟ୍!-->…
Read More...
Read More...
ଅନୁଗୋଳ ଓ କୋଲାଡ ଟ୍ରକ ମାଲିକ ସଂଘର ପ୍ରତିନିଧିଦଳଙ୍କ ସହ କେନ୍ଦ୍ରମନ୍ତ୍ରୀଙ୍କ ଆଲୋଚନା
ନୂଆଦିଲ୍ଲୀ/ଭୁବନେଶ୍ୱର, ମଇ ୨୯ - କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ନୂଆଦିଲ୍ଲୀ ଠାରେ ଅନୁଗୋଳର ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ ଏବଂ!-->…
Read More...
Read More...
ଆଧ୍ୟାତ୍ମିକତାର ଦିବ୍ୟତା ଓ ଲୋକ ସଂସ୍କୃତିର ଭବ୍ୟତାର ବିରଳ ସଙ୍ଗମ ହେଉଛି ଶୀତଳ ଷଷ୍ଠୀ – ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, ମଇ ୨୯ - କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଭିଡ଼ିଓ ବାର୍ତ୍ତା ଜରିଆରେ ଶୀତଳ ଷଷ୍ଠୀ -୨୦୨୫ର ଶୁଭେଚ୍ଛା ଜଣାଇବା ସହ ଆସନ୍ତାକାଲି ଠାରୁ!-->…
Read More...
Read More...
ସମ୍ବଲପୁର ନୀଳଡୁଙ୍ଗୁରିରେ ଟର୍ମିନାଲ ମାର୍କେଟ୍ କମ୍ପଲେକ୍ସ ପ୍ରତିଷ୍ଠା କରିବା ପାଇଁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ…
ନୂଆଦିଲ୍ଲୀ/ଭୁବନେଶ୍ୱର : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର କେନ୍ଦ୍ର କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନଙ୍କୁ ଭେଟି!-->…
Read More...
Read More...
ଲାଞ୍ଚ ନେବା ବେଳେ ଧରାପଡ଼ିଲେ ଦୁଇ କର୍ମଚାରୀ
ଭୁବନେଶ୍ବର: ଗଜପତି ଜିଲ୍ଲା ଖୁଦ୍ର ଜଳସେଚନ ବିଭାଗର ଦୁଇକର୍ମଚାରୀଙ୍କ ଉପରେ ଭିଜିଲାନ୍ସ ଚଡାଉ ହୋଇଛି। ସମ୍ପୃକ୍ତ ଦୁଇ କର୍ମଚାରୀ ୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ!-->…
Read More...
Read More...