Browsing Category
News
ବୋମା ବିସ୍ଫୋରଣ ଗୋଟିଏ ପରିବାରର ୩ ମୃତ
ଭୁବନେଶ୍ବର: ଝାଡ଼ଖଣ୍ଡର ହଜାରିବାଗ ଜିଲ୍ଲାର ହବିବି ନଗରରେ ଏକ ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ଗୋଟିଏ ପରିବାରର ତିନି ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ!-->…
Read More...
Read More...
ନୂଆଦିଲ୍ଲୀରେ ପୋଙ୍ଗଲ ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ପୋଙ୍ଗଲ ଉତ୍ସବକୁ ସମ୍ବୋଧିତ କରିଛନ୍ତି। ତାମିଲ ଭାଷାରେ ଶୁଭେଚ୍ଛା ଜଣାଇ ଶ୍ରୀ ମୋଦୀ କହିଥିଲେ ଯେ,!-->…
Read More...
Read More...
କିଟ୍ ରେ ଚେସ୍ ମହାକୁମ୍ଭ ଉଦଘାଟିତ
ସୋସିଆଲ୍ ଆଣ୍ଡ ଏଜୁକେସନାଲ୍ ଚେସ୍ ଉପରେ ଅନ୍ତର୍ଜାତୀୟ ସମ୍ମିଳନୀ
ଭୁବନେଶ୍ୱର, ୧୪ ।୧: କିଟ୍ ରେ ସାମାଜିକ ଏବଂ ଶିକ୍ଷାଗତ ଚେସ୍ (ସୋସିଆଲ୍ ଆଣ୍ଡ!-->!-->!-->…
Read More...
Read More...
ଆଇଆଇଟି ମାଡ୍ରାସରେ ‘ପୋଙ୍ଗଲ ପର୍ବ’ ପାଳିଲେ କେନ୍ଦ୍ରମନ୍ତ୍ରୀ
କୃତଜ୍ଞତା, ସମୃଦ୍ଧି ଏବଂ ସାଂସ୍କୃତିକ ଐତିହ୍ୟର ପ୍ରତୀକ ପୋଙ୍ଗଲ –ଧର୍ମେନ୍ଦ୍ର ପ୍ରଧାନ
ଚେନ୍ନାଇ/ନୂଆଦିଲ୍ଲୀ, ୧୪ ଜାନୁଆରୀ, ୨୦୨୬ - କେନ୍ଦ୍ର ଶିକ୍ଷା ମନ୍ତ୍ରୀ!-->!-->!-->…
Read More...
Read More...
ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ସୃଷ୍ଟି କଲା ନୂଆ ରେକର୍ଡ
ଭୁବନେଶ୍ୱର: ୨୦୨୫ ମସିହାରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ୫.୧୫ ମିଲିୟନ ଯାତ୍ରୀ ଯାତାୟାତ କରିଛନ୍ତି। କୌଣସି ବର୍ଷ ଏତେ ଯାତ୍ରୀ ଯାତ୍ରା କରି ନ ଥିବା!-->…
Read More...
Read More...
ଡ୍ରାଇଭିଂ ଲାଇସେନ୍ସ ନିୟମରେ ହେବ ବଡ଼ ପରିବର୍ତ୍ତନ: ନିୟମ ଭାଙ୍ଗିଲେ DL ରଦ୍ଦ
ଭୁବନେଶ୍ୱର: ଡ୍ରାଇଭିଂ ଲାଇସେନ୍ସ ନିୟମରେ ହେବ ବଡ଼ ପରିବର୍ତ୍ତନ। ସଡ଼କ ଦୁର୍ଘଟଣା ରୋକିବା ଓ ଟ୍ରାଫିକ୍ ନିୟମକୁ ଅଧିକ କଡ଼ାକଡ଼ି କରିବା ପାଇଁ କେନ୍ଦ୍ର ସରକାର!-->…
Read More...
Read More...
ବାୟୁସେନାର ବଢିବ ଶକ୍ତି: ଭାରତରେ ନିର୍ମିତ ହେବ ୧୧୪ଟି ରାଫେଲ ଯୁଦ୍ଧ ବିମାନ
ନୂଆଦିଲ୍ଲୀ: ଭାରତୀୟ ବାୟୁସେନାର ଶକ୍ତି ବୃଦ୍ଧି ପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟ ଏକ ଐତିହାସିକ ପଦକ୍ଷେପ ନେବାକୁ ଯାଉଛି। ସୂଚନା ଅନୁଯାୟୀ, ମନ୍ତ୍ରଣାଳୟ ପ୍ରାୟ ୩.୨୫!-->…
Read More...
Read More...
ଚଳନ୍ତା ଟ୍ରେନ୍ ଉପରେ ଖସିଲା କ୍ରେନ୍, ୧୯ ମୃତ, ୮୦ ରୁ ଅଧିକ ଆହତ
ନୂଆଦିଲ୍ଲୀ: ଆଜି ସକାଳେ ଉତ୍ତର-ପୂର୍ବ ଥାଇଲ୍ୟାଣ୍ଡରେ ଏକ ଭୟଙ୍କର ଟ୍ରେନ୍ ଦୁର୍ଘଟଣା ସମଗ୍ର ଦେଶକୁ ଚକିତ କରିଦେଇଛି। ନିର୍ମାଣାଧୀନ ହାଇ-ସ୍ପିଡ୍ ରେଳ ପ୍ରକଳ୍ପର ଏକ!-->…
Read More...
Read More...
ମକର ସଂକ୍ରାନ୍ତି ଅବସରରେ ହରିଦ୍ୱାରରେ ବୁଡ଼ ପକାଇଲେ ଶ୍ରଦ୍ଧାଳୁ
ନୂଆଦିଲ୍ଲୀ: ସାରା ଦେଶରେ ମକର ସଂକ୍ରାନ୍ତି ପର୍ବ ପ୍ରବଳ ଉତ୍ସାହର ସହିତ ପାଳନ କରାଯାଉଛି। ହରିଦ୍ୱାରରେ ଶ୍ରଦ୍ଧାଳୁମାନେ ପ୍ରବଳ ଥଣ୍ଡାକୁ ସହ୍ୟ କରି ହର କି ପୌଡ଼ିରେ!-->…
Read More...
Read More...
ମକର ସଂକ୍ରାନ୍ତିରେ ମୁଖ୍ୟମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା
ଭୁବନେଶ୍ୱର: ଆଜି ପବିତ୍ର ମକର ସଂକ୍ରାନ୍ତି ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଉତ୍ସାହ, ଉଦ୍ଦୀପନା ଓ!-->…
Read More...
Read More...