Browsing Category
State
ନୂଆବର୍ଷ ପାଇଁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ପାଇଁ ଉପହାର କିମ୍ବା ପୁଷ୍ପଗୁଚ୍ଛ ଧରି ନ ଆସିବାକୁ ଅନୁରୋଧ କଲେ…
ଭୁବନେଶ୍ୱର : ନୂଆବର୍ଷ ପାଇଁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ । ମହାପ୍ରଭୁ ଶ୍ରୀ ଜଗନ୍ନାଥ ଆପଣ ସମସ୍ତଙ୍କର ମଙ୍ଗଳ କରନ୍ତୁ ବୋଲି କହିଛନ୍ତି!-->…
Read More...
Read More...
କଂସ ମହାରାଜଙ୍କୁ ମଥୁରା (ବରଗଡ଼) ନଗରୀ ପାଇଁ ବିକାଶ ପ୍ରକଳ୍ପର ହିସାବ ଦେଲେ ମୁଖ୍ୟମନ୍ତ୍ରୀ
ବରଗଡ:ବିଶ୍ଵର ସର୍ବବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାର ସପ୍ତମ ଦିନରେ ଦର୍ଶକମାନେ ଏକ ନିଆରା ଦୃଶ୍ୟ ଦେଖିବାକୁ ପାଇଥିଲେ । କଂସ ମହାରାଜ ତାଙ୍କ ଦରବାରରେ!-->…
Read More...
Read More...
ହ୍ୟୁମାନ୍ ମୃତ୍ୟୁ ମାମଲା: ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କଲେ ଗାୟିକା ଅର୍ପିତା ଚୌଧୁରୀ
ଭୁବନେଶ୍ବର: ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କଲେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ। ଏହି ମାମଲାରେ ସଙ୍ଗୀତକାର ସୋମେଶ ଶତପଥୀ ମଧ୍ୟ!-->…
Read More...
Read More...
କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ
ରେଢ଼ାଖୋଲ ସହରରେ ଏକ ବାଇପାସ ନିର୍ମାଣ ପାଇଁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ସମ୍ବଲପୁର, ଡିସେମ୍ବର ୩୦ - ରେଢ଼ାଖୋଲ ସହରବାସୀଙ୍କ ଦୀର୍ଘଦିନର!-->!-->!-->…
Read More...
Read More...
କାଶୀ ତାମିଲ ସଙ୍ଗମମ୍ ୪.୦ ର ସମାପନ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ
ଭାଷାଗତ ବିବିଧତା ଜ୍ଞାନର ସେତୁ ସାଜିଲେ ଭବିଷ୍ୟତ ଶକ୍ତିଶାଳୀ ହେବ - ଧର୍ମେନ୍ଦ୍ର ପ୍ରଧାନ
ରାମେଶ୍ୱରମ/ତାମିଲନାଡୁ, ଡିସେମ୍ବର ୩୦ - ଭାଷାଗତ ବିବିଧତା!-->!-->!-->…
Read More...
Read More...
ବିଶ୍ୱ ଓଡ଼ିଆ ପରିବାରରସାତଦିନିଆ ଖାଦ୍ୟ ମହୋତ୍ସବର ଉଦ୍ଯାପନ
ଭୁବନେଶ୍ୱର, ୩୦.୧୨.୨୦୨୫, ବିଶ୍ୱ ଓଡ଼ିଆ ପରିବାର ଦ୍ୱାରା ଆୟୋଜିତ ଗତ ୨୩ ତାରିଖରୁ ଆୟୋଜିତ ସାତଦିନିଆ ‘ଓଡ଼ିଶା ଖାଦ୍ୟ ମହୋତ୍ସବ-୨୦୨୫’ର ଉଦ୍ଯାପନ ହୋଇଯାଇଛି।!-->…
Read More...
Read More...
ଟାଟା ପାୱାର ବିରୋଧରେ ଜନସ୍ୱାର୍ଥ ମାମଲା ରୁଜୁ
ଭୁବନେଶ୍ୱର: ଟାଟା ପାୱାର ବିରୋଧରେ ଜନସ୍ୱାର୍ଥ ମାମଲା ଦାୟର । ସ୍ମାର୍ଟ ମିଟର ଏବଂ ଅତିରିକ୍ତ ସୁରକ୍ଷା ଜମାକୁ ବିରୋଧ । ତୁରନ୍ତ ପ୍ରତ୍ୟାହାର ଦାବିରେ ଦାୟର ହେଲା!-->…
Read More...
Read More...
ପ୍ରଦୂଷଣ କଲେ ହେବ ଆକ୍ସନ: ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ
ଭୁବନେଶ୍ୱର: ବଣଭୋଜି କରୁଥିଲେ ସାବଧାନ । ପ୍ରଦୂଷଣ କଲେ ହେବ ଆକ୍ସନ । ବଣଭୋଜି ଉପରେ ପଲ୍ୟୁସନ କଣ୍ଟ୍ରୋଲ ବୋର୍ଡ ନଜର ରଖୁଥିବା ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ!-->…
Read More...
Read More...
ଭୁବନେଶ୍ବର ବିମାନ ବନ୍ଦରରୁ ଚାଲାଣ ସମୟରେ ୪କୋଟି ଟଙ୍କାର ମାରିଜୁଆନା ଜବତ
ଭୁବନେଶ୍ୱର:ଅବକାରୀ ବିଭାଗକୁ ମିଳିଛି ଏକ ବଡ଼ ସଫଳତା। ଭୁବନେଶ୍ବର ବିମାନ ବନ୍ଦରରୁ ଚାଲାଣ ସମୟରେ ୪କୋଟି ଟଙ୍କାର ମାରିଜୁଆନା ଜବତ ହୋଇଛି। ଜଣେ ଯାତ୍ରୀଙ୍କ ବ୍ୟାଗରୁ!-->…
Read More...
Read More...
ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର
କଟକ:ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡା ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ଅତିରିକ୍ତ!-->…
Read More...
Read More...