Browsing Category
State
ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର କୋମାରେ
ଭୁବନେଶ୍ୱର: ଓଡ଼ିଆ ସଙ୍ଗୀତ ଜଗତର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇପଡ଼ିଛି। ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲରୁ!-->…
Read More...
Read More...
ଏନ୍ଆଇଆର୍ଏଫ୍ ର୍ୟାଙ୍କିଙ୍ଗ୍ସ ୨୦୨୫: ଶିକ୍ଷା ଓ ଅନୁସନ୍ଧାନ ଦେଶର ୧୫ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟମେଡିକାଲ୍…
ଭୁବନେଶ୍ୱର, ସେପ୍ଟେମ୍ବର ୪: ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ଉତ୍କର୍ଷତା ହାସଲ କରିଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍ଡ ଟୁ ବି ବିଶ୍ୱବିଦ୍ୟାଳୟ ଦେଶର ୧୫ତମ!-->…
Read More...
Read More...
ଶିକ୍ଷା, ଦକ୍ଷତା ବିକାଶ, ଷ୍ଟାର୍ଟ-ଅପ୍ ଏବଂ ଗବେଷଣା କ୍ଷେତ୍ରରେ ଅଗ୍ରଣୀ ହେବ ଭାରତ – ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ, ସେପ୍ଟେମ୍ବର ୦୪ – ଭାରତ ଓ ସିଙ୍ଗାପୁର ମଧ୍ୟରେ ଶିକ୍ଷା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗକୁ ମଜଭୂତ୍ କରିବା ଦିଗରେ ଗୁରୁବାର ନୂଆଦିଲ୍ଲୀ ଠାରେ!-->…
Read More...
Read More...
ଦିନ ଦ୍ୱିପ୍ରହରରେ ରାଜଧାନୀର ୮ଟି ଫ୍ଲାଟରେ ଚୋରି
ଭୁବନେଶ୍ୱର: କମିଶନରେଟ୍ ପୋଲିସର ଚିନ୍ତା ବଢ଼ାଇଛନ୍ତି ଲୁଟେରା ଗ୍ୟାଙ୍ଗ । ଦିନ ଦ୍ୱିପ୍ରହରରେ ରାଜଧାନୀର ୮ଟି ଫ୍ଲାଟରେ କଳା କନା ବୁଲାଇଛନ୍ତି ଲୁଟେରା । ଯାହା ଏବେ!-->…
Read More...
Read More...
କେନ୍ଦୁପତ୍ରରୁ ହ୍ରାସ ପାଇଲା ଜିଏସଟି
ନୂଆଦିଲ୍ଲୀ: ଗତକାଲି ଜିଏସଟି ପରିଷଦ ବୈଠକରେ ବହୁ ସାମଗ୍ରୀ ଉପରୁ ଜିଏସଟି ହ୍ରାସ କରିଯାଇଛି। ଏହି ଘୋଷଣା କରିଥିଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଏହାକୁ ସ୍ବାଗତ!-->…
Read More...
Read More...
ଓଡିଶା ବାହାରେ ଥିବା ମହାପ୍ରଭୁଙ୍କ ଭୂସମ୍ପତ୍ତି ଫେରିବ, ଆଇନ ମନ୍ତ୍ରୀଙ୍କ ପ୍ରତିଶୃତି
ଭୁବନେଶ୍ୱର: ମହାପ୍ରଭୁଙ୍କ ଭୂସମ୍ପତ୍ତି ଫେରାଇ ଆଣିବାକୁ ସରକାରଙ୍କ ପ୍ରକ୍ରିୟା ଆରମ୍ଭ। ରାଜ୍ୟ ଓ ରାଜ୍ୟ ବାହାରେ ଥିବା ସଂପତ୍ତି ଫେରାଇ ଆଣିବାକୁ ପ୍ରକ୍ରିୟା ଆରମ୍ଭ।!-->…
Read More...
Read More...
ବିଧାନସଭା ଯୁବ କଂଗ୍ରେସ ସଭାପତିଙ୍କ ନାମ ଘୋଷିତ
ଭୁବନେଶ୍ୱର: ଅଖିଳ ଭାରତ ଯୁବ କଂଗ୍ରେସ ସଭାପତି ଶ୍ରୀ ଉଦୟଭାନୁ ଚିବଜୀ, ରାଷ୍ଟ୍ରୀୟ ଯୁବ କଂଗ୍ରେସର ପ୍ରଭାରୀ କ୍ରିଷ୍ଣାଆଲାବେରୁ, ଓଡ଼ିଶା ଦାୟିତ୍ୱରେ ଥିବା ରାଷ୍ଟ୍ରୀୟ!-->…
Read More...
Read More...
ଶିକ୍ଷୟିତ୍ରୀଙ୍କ ମାଡ଼ରେ ଚତୁର୍ଥ ଶ୍ରେଣୀ ଛାତ୍ରୀଙ୍କ ଆଖି ରେ ଆଘାତ
ଭୁବନେଶ୍ୱର: ଗଣିତ ପ୍ରଶ୍ନ ର ଉତ୍ତର ଦେଇ ନ ପାରିବାରୁ ଶିକ୍ଷୟତ୍ରୀଙ୍କ କ୍ରୋଧର ଶୀକାର ହୋଇଛନ୍ତି ଜଣେ ଛାତ୍ରୀ । ଶିକ୍ଷୟତ୍ରୀ ଜଣକ ଛାତ୍ରୀଙ୍କୁ ମାଡ଼ ମାରି ଆଖି ପତା!-->…
Read More...
Read More...
ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ: ନାଟମଣ୍ଡପ ଧାଡ଼ି ଦର୍ଶନକୁ ମଞ୍ଜୁରୀ
ପୁରୀ: ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଶ୍ରୀମନ୍ଦିର ନାଟମଣ୍ଡପ ଧାଡ଼ି ଦର୍ଶନ ପ୍ରସ୍ତାବକୁ କମିଟି ଅନୁମୋଦନ କରିଛି । ଏହା!-->…
Read More...
Read More...
ସାମ୍ବାଦିକଙ୍କ ଉପରେ ଆକ୍ରମଣ ଘଟଣା, ଓଡିଶା ଡିଜିପିଙ୍କୁ ନୋଟିସ କଲା ଜାତୀୟ ମାନବାଧିକାର କମିଶନ
ନୂଆଦିଲ୍ଲୀ: ଜାତୀୟ ମାନବାଧିକାର କମିଶନ (ଏନଏଚଆରସି) ଏକ ଗଣମାଧ୍ୟମ ରିପୋର୍ଟର ସ୍ୱତଃ ସଂଜ୍ଞାନ ନେଇଛନ୍ତି, ଯେଉଁଥିରେ ଦର୍ଶାଯାଇଥିଲା ଯେ ୨୯ ଅଗଷ୍ଟ, ୨୦୨୫ ରେ!-->…
Read More...
Read More...