Browsing Category
State
ନିଯୁକ୍ତି ପାଇବେ ୨୫୬ ହାବିଲଦାର ଓ ୧୩୫୦ କନଷ୍ଟେବଳ; ମୋହନ ସରକାର
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଓଡ଼ିଶା ଇଣ୍ଡଷ୍ଟ୍ରିଆଲ୍ ସିକ୍ୟୁରିଟି ଫୋର୍ସ (OISF)ର ୨ଟି ନୂଆ!-->!-->!-->…
Read More...
Read More...
ରାଜ୍ୟପାଳଙ୍କ ସଚିବ ଭାବେ ପ୍ରଥମ ମହିଳା ଆଇଏଏସ୍ ନିଯୁକ୍ତ
ଭୁବନେଶ୍ୱର: ଓଡ଼ିଶା ସରକାର ଗତକାଲି ଏକ ବୃହତ୍ ପ୍ରଶାସନିକ ଅଦଳବଦଳ କରି ୧୬ଟି ଜିଲ୍ଲାରେ ନୂଆ ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ ନିଯୁକ୍ତ କରିଛନ୍ତି। ଏହା!-->…
Read More...
Read More...
ଏନ୍ସିଇଆରଟି ଅଷ୍ଟମ ଶ୍ରେଣୀ ଦ୍ୱିତୀୟ ଖଣ୍ଡରେ ପାଇକବିଦ୍ରୋହର ବିସ୍ତୃତ ଅଧ୍ୟାୟ
ଭୁବନେଶ୍ୱର: ଜାତୀୟ ଶିକ୍ଷା ଗବେଷଣା ଏବଂ ପ୍ରଶିକ୍ଷଣ ପରିଷଦ (ଏନ୍.ସି.ଇ.ଆର୍.ଟି)ର ନୂତନ ଅଷ୍ଟମ ଶ୍ରେଣୀ ସାମାଜିକ ପାଠ୍ୟପୁସ୍ତକରୁ ଓଡ଼ିଶାର ଐତିହାସିକ ପାଇକ!-->…
Read More...
Read More...
ଜିଲ୍ଲାପାଳ ସ୍ତରରେ ଅଦଳବଦଳ: ଚଞ୍ଚଳ ରଣା ହେଲେ ବିଏମସି କମିଶନର
ଭୁବନେଶ୍ବର: ରାଜ୍ୟ ସରକାର ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି। ସେହିପରି ଜିଲ୍ଲା ସ୍ତରରେ ମଧ୍ୟ ବଡ ଅଦଳବଦଳ ହୋଇଛି। ନିକଟରେ ପୁରୀ ଜିଲ୍ଲାପାଳ ଭାବେ!-->…
Read More...
Read More...
ଭିଜିଲାନ୍ସ ଜାଲରେ ବିଏମସି ନିର୍ବାହୀ ଯନ୍ତ୍ରୀ
ଭୁବନେଶ୍ବର: ଆଜି ସକାଳୁ ଭିଜିଲାନ୍ସ ଅଧିକାରୀମାନେ ଭୁବନେଶ୍ବର ମହାନଗର ନିଗମର କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକଙ୍କ ଘରେ ଚଢାଉ କରିଛନ୍ତି। ଏକକାଳୀନ!-->…
Read More...
Read More...
ସୁଭଦ୍ରା ସମୀକ୍ଷା କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା
ଭୁବନେଶ୍ଵର: ସୁଭଦ୍ରା ଯୋଜନା ଓଡ଼ିଶାର କୋଣେ ଅନୁକୋଣରେ ପହଞ୍ଚି ମା ଓ ଭଉଣୀମାନଙ୍କର ଆର୍ଥିକ ଆବଶ୍ୟକତାକୁ ପୂରଣ କରୁଛି ଏବଂ ସେମାନଙ୍କ ଇଛା ତଥା ସ୍ଵପ୍ନକୁ ନୂଆ ରୂପ!-->…
Read More...
Read More...
ଚାଷୀ ଙ୍କ ପାଇଁ ଇ-କେୱାଇସି ବାଧ୍ୟତାମୂଳକ
ଭୁବନେଶ୍ୱର: ଓଡ଼ିଶା ସରକାର ଖରିଫ ଧାନ ବିକ୍ରି ପାଇଁ ପଞ୍ଜୀକରଣ କରୁଥିବା ସମସ୍ତ ଚାଷୀଙ୍କ ପାଇଁ ଇ-କେୱାଇସି (ଇଲେକ୍ଟ୍ରୋନିକ ନୋ-ୟୁଅର-କଷ୍ଟମର) ଯାଞ୍ଚକୁ!-->…
Read More...
Read More...
ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ
ଭୁବନେଶ୍ୱର: ମଙ୍ଗଳବାର ରାତି ରେ ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ ହୋଇଛି । ପୁରୀ ଜିଲ୍ଲାପାଳ ଥିବା ଚଞ୍ଚଳ ରାଣା ହେଲେ ବିଏମସି କମିସନର। ଶିଳ୍ପ ବିଭାଗ ACS!-->…
Read More...
Read More...
୩୬ତମ ଡ୍ୟାସ୍ବୋର୍ଡ ସମୀକ୍ଷା; ସହରାଞ୍ଚଳ ଭିତ୍ତିଭୂମି ସୁଦୃଢ଼ ଉପରେ ଗୁରତ୍ବ
ଭୁବନେଶ୍ବର ୨୭ ଜୁଲାଇ ୨୦୨୫;- ଶ୍ରୀମତୀ ଉଷା ପାଢ଼ୀ, ପ୍ରମୁଖ ଶାସନ ସଚିବ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ବିଭାଗର ୩୬ତମ ଡ୍ୟାସ୍!-->…
Read More...
Read More...
ସଚେତନ ଅବସ୍ଥାରେ ଶରୀରରେ ଅତ୍ୟାଧୁନିକ ନ୍ୟୁରୋସର୍ଜରୀ କଲେ ସମ୍ ନ୍ୟୁରୋସର୍ଜନପୂର୍ବ ଭାରତରେ ପ୍ରଥମ
ଭୁବନେଶ୍ୱର, ଜୁଲାଇ ୨୨: ପୂର୍ବ ଭାରତରେ ପ୍ରଥମ ଥର ପାଇଁ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ ହସ୍ପିଟାଲର ଡାକ୍ତରୀ ଟିମ୍ ସଫଳତାର ସହ ଏକ!-->…
Read More...
Read More...