Browsing Category

State

ମଧ୍ୟାହ୍ନ ଭୋଜନ ସମ୍ପର୍କିତ ଦୁଇଦିନିଆ ପ୍ରଶିକ୍ଷଣ ଶିବିର

ଭୁବନେଶ୍ୱର : ସରକାରୀ ବିଦ୍ୟାଳୟରେ ପଢୁଥିବା ପିଲାମାନଙ୍କୁ ସ୍ୱାସ୍ଥ୍ୟକର ଓ ନିରାପଦ ମଧ୍ୟାହ୍ନ ଭୋଜନ ଯୋଗାଇଦେବା ଲ କ୍ଷ୍ୟରେ ଭୁବ ନେ ଶର୍ୱ ସ୍ଥିତ ମିଶନ୍‌ ଶକ୍ତି ଭବନ
Read More...

ଆସନ୍ତା ମଇ ୧୩ରେ ଖୋର୍ଦ୍ଧା ଜିଲ୍ଲା ଅଦାଲତରେ ରାଷ୍ଟ୍ରୀୟ ଲୋକ-ଅଦାଲତ

ଆସନ୍ତା ୨୦୨୩ ମଇ ୧୩ ତାରିଖ ଶନିବାର ଦିନ ଖୋର୍ଦ୍ଧା ଜିଲ୍ଲା ଓ ଦୌରାଜଜ୍‌-ତଥା-ଅଧ୍ୟକ୍ଷ, ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର ଶ୍ରୀ ନିଶିଥ୍‌ ନିଶାଙ୍କଙ୍କ
Read More...

କିଟ୍‍ ଓ ଜର୍ଜ ୱାଶିଂଟନ୍‍ ବିଶ୍ୱବିଦ୍ୟାଳୟ ମଧ୍ୟରେ ବୁଝାମଣା ସ୍ୱାକ୍ଷର

ଭୁବନେଶ୍ୱର,୨ ।୫: କିଟ୍‍ ବିଶ୍ୱବିଦ୍ୟାଳୟ ଓ ଆମେରିକାର ଜର୍ଜ ୱାଶିଂଟନ୍‍ ବିଶ୍ୱବିଦ୍ୟାଳୟ ସ୍କୁଲ୍‍ ଅଫ୍‍ ବିଜିନେସ୍‍ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି।
Read More...

ଛାତ୍ରଛାତ୍ରୀମାନଙ୍କୁ ପ୍ରସ୍ତୁତ କରିବା ନିମନ୍ତେ ସୋଆ ପକ୍ଷରୁ ଇଣ୍ଡଷ୍ଟ୍ର୍ରିଆଲ୍ ଇନ୍‌ଟରଆକ୍ଟିଭ୍ କର୍ମଶାଳା ଆୟୋଜିତ

ଭୁବନେଶ୍ୱର, ମେ ୨: ଶିଳ୍ପ କ୍ଷେତ୍ରରେ ଦକ୍ଷତାର ଆବଶ୍ୟକତା ଥିବା ବେଳେ ଛାତ୍ରଛାତ୍ରୀମାନଙ୍କୁ ବିଜ୍ଞାନ ଓ ପ୍ରଯୁକ୍ତି କ୍ଷେତ୍ରରେ ପ୍ରସ୍ତୁତ କରିବା ଲକ୍ଷ୍ୟରେ ଶିକ୍ଷା
Read More...

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ଵ ଗ୍ରହଣ କଲେ ଆଇଏଏସ ରଞ୍ଜନ ଦାସ 

ପୁରୀ: ଶ୍ରୀମନ୍ଦିର ନୂତନ ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି ଆଇଏଏସ ରଞ୍ଜନ କୁମାର ଦାସ । ସେ ପୂର୍ବତନ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ
Read More...

୪୭ଟି ପଦ ସୃଷ୍ଟି ପାଇଁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ରାଜ୍ୟରେ ସୁରକ୍ଷା ବ୍ୟବସ୍ଥାକୁ ମଜବୁତ କରିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାଥମିକତା ଦେଉଛନ୍ତି । ସେଥିପାଇଁ କମିଶନରେଟ ପୋଲିସ ନୂଆ ନୂଆ ପଦକ୍ଷେପ ଗ୍ରହଣ
Read More...

ଜଣେ ବ୍ୟକ୍ତି ଉନ୍ନୟନ କର୍ତ୍ତପକ୍ଷଙ୍କଠାରୁ ଏକାଧିକ ପ୍ଲଟ ନେଇପାରିବେ ନାହିଁ

ଜମି ଆବଣ୍ଟନ ପ୍ରସଙ୍ଗରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ  । ରାଜ୍ୟର ବିଭିନ୍ନ ଉନ୍ନୟନ କର୍ତ୍ତପକ୍ଷଙ୍କଠାରୁ ଏକାଧିକ ପ୍ଲଟ ନେବା ଉପରେ ରୋକ ଲଗାଇଲେ ହାଇକୋର୍ଟ ।
Read More...

ବିବାହ ବନ୍ଧନରେ ବାନ୍ଧି ହେଲେ ଦୁଇ ଆଇଏଏସ ଅଧିକାରୀ ଚଞ୍ଚଲ ଓ ଅନନ୍ୟା

ସରିଲା ବାହାଘର । ସବୁଦିନ ପାଇଁ ଜୀବନ ସାଥୀ ହେଲେ ଦୁଇ ଆଇଏଏସ ଅଫିସର ଚଞ୍ଚଲ ରାଣା ଓ ଅନନ୍ୟା ଦାସ । ଗୁଆହାଟୀର ଏକ ତାରକା ହୋଟେଲରେ ଉଭୟଙ୍କ ବାହାଘର ସମ୍ପନ୍ନ ହୋଇଛି ।
Read More...