Browsing Category
State
ବଲାଙ୍ଗିର ଜିଲ୍ଲାରେ ଶିକ୍ଷାର ବିକାଶ ପାଇଁ ପ୍ରାୟ ୧୨୦ କୋଟିରୁ ଅଧିକ ଟଙ୍କାର ଦାୟିତ୍ୱ ଡବଲ ଇଞ୍ଜିନ ସରକାର ନେଇଛନ୍ତି…
କେନ୍ଦ୍ରୀୟ ବିଦ୍ୟାଳୟ ଟିଟିଲାଗଡ଼ ଓ ପାଟଣାଗଡ଼ର ଅସ୍ଥାୟୀ କ୍ୟାମ୍ପସର ଉଦଘାଟନ ଏବଂ ସ୍ଥାୟୀ କ୍ୟାମ୍ପସ ପାଇଁ ଭୂମିପୂଜନ
ଟିଟିଲାଗଡ଼/ପାଟଣାଗଡ଼, ଏପ୍ରିଲ ୧୯ –!-->!-->!-->…
Read More...
Read More...
ସେଭେନ୍ ଷ୍ଟାର୍ କ୍ଳବର ତୃତୀୟ ପର୍ଯ୍ୟାୟ ସ୍ବାସ୍ଥ୍ୟ ଶିବିର
ଭୁବନେଶ୍ବର: ଚଳିତ ମାସ ୧୩ ତାରିଖରେ ନବଘନ ଜେନାଙ୍କ ଶତ ବାର୍ଷିକୀ ପାଳନ ଅବସରରେ ସେଭେନ୍ ଷ୍ଟାର୍ କ୍ଳବ୍ ଦ୍ଵାରା ଆୟୋଜିତ ସ୍ୱାସ୍ଥ୍ୟ ଶିବିରରେ ଶିଶୁ ରୋଗ ସମ୍ପର୍କୀୟ!-->…
Read More...
Read More...
ମା’ ତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରୀଙ୍କ ମୁଖ୍ୟସଚିବ ଶକ୍ତିକାନ୍ତ ଦାସ
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରମୁଖ ସଚିବ ଶକ୍ତିକାନ୍ତ ଦାସ ଓଡ଼ିଶାକୁ ତିନି ଦିନିଆ ଗସ୍ତରେ ଆସିଥିବା ବେଳେ ଶନିବାର କେନ୍ଦୁଝର ଗ୍ରସ୍ତରେ ଯାଇ!-->…
Read More...
Read More...
ନିର୍ଦ୍ବନ୍ଦରେ ଜିତିଲେ ନବୀନ ପଟ୍ଟନାୟକ
ଭୁବନେଶ୍ବର: ପୁଣି ଥରେ ନିର୍ଦ୍ବନ୍ଦରେ ଜିତିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଆଜି ଏହି ଘୋଷଣା କରିଛନ୍ତି ଦଳର ନିର୍ବାଚନ ଅଧିକାରୀ ପ୍ରତାପ ଦେବ। ବିଜେଡିର!-->…
Read More...
Read More...
ପୁରୀ ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ
ଭୁବନେଶ୍ୱର: ଚଳିତ ବର୍ଷ ପୁରୀର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହିତ ଅନୁଷ୍ଠିତ ହେବା ପାଇଁ ଏକ ପ୍ରସ୍ତୁତି ବୈଠକ ଆଜି ଅପରାହ୍ଣରେ ଲୋକସେବା ଭବନରେ!-->…
Read More...
Read More...
ଅଚ୍ୟୁତ ସାମନ୍ତଙ୍କୁ ଗୁରୁଦେବ କାଳୀଚରଣ ବ୍ରହ୍ମା ପୁରସ୍କାର ୨୦୨୫
ବିଶିଷ୍ଟ ଶିକ୍ଷାବିତ୍, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ସମ୍ମାନଜନକ ଗୁରୁଦେବ କାଳୀଚରଣ ବ୍ରହ୍ମା ପୁରସ୍କାର ୨୦୨୫ ପ୍ରଦାନ!-->…
Read More...
Read More...
ସୋଆ ପ୍ରତିଷ୍ଠାତା ସଭାପତି ଓ ସ୍ପେନ୍ ରାଷ୍ଟ୍ରଦୂତଙ୍କ ସୌଜନ୍ୟମୂଳକ ସାକ୍ଷାତ
ଭୁବନେଶ୍ୱର , ଏପ୍ରିଲ ୧୮: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଏବଂ ସ୍ପେନ୍ର ରାଷ୍ଟ୍ରଦୂତ ହିଜ ଏକ୍ସିଲେନ୍ସି!-->…
Read More...
Read More...
ନିଜ ଦୋଷ ଲୁଚାଇବାକୁ ଯାଇ କଂଗ୍ରେସ ବାଚାଳାମି କରୁଛି
ଭୁବନେଶ୍ୱର : ୫ହଜାରରୁ ଉର୍ଦ୍ଧ୍ୱ ଦେଶଭକ୍ତ ଓ କ୍ରାନ୍ତିକାରୀଙ୍କ ଆର୍ଥିକ ସହଯୋଗରେ ୧୯୩୭ ମସିହାରେ ନ୍ୟାସନାଲ୍ ହେରାଲ୍ଡ ସମ୍ବାଦପତ୍ର ପ୍ରକାଶନ ଆରମ୍ଭ ହୋଇଥିଲା ।!-->!-->!-->…
Read More...
Read More...
IAS ନିକୁଞ୍ଜ ଧଳ ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତ
ଭୁବନେଶ୍ୱର : କେନ୍ଦ୍ରୀୟ ଡେପୁଟେସନରେ ଗଲେ ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳ । ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ଭାବେ କାର୍ଯ୍ୟରତ ଥିବା ଆଇଏଏସ୍!-->…
Read More...
Read More...
‘ପୂର୍ବୋଦୟ’ ଯୋଜନାରେ ଓଡ଼ିଶାର ଯୋଗାଯୋଗ କ୍ଷେତ୍ରରେ ମାଇଲଖୁଣ୍ଟ ସାବ୍ୟସ୍ତ ହେବ: ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର: ରାଜ୍ୟରେ ପ୍ରାୟ ୪ ହଜାର ୧୩୭ କୋଟି ଟଙ୍କାର ୧୯ଟି ଜାତୀୟ ରାଜପଥ ପ୍ରକଳ୍ପ କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଏବଂ ମୁଖ୍ୟମନ୍ତ୍ରୀ ମୋହନ!-->…
Read More...
Read More...