Browsing Category
State
ରାଜ୍ୟସ୍ତରୀୟ ପୋଷଣ ପକ୍ଷ-୨୦୨୫: ପୁଷ୍ଟି ନିରାପତ୍ତା ପାଇଁ ସାମୂହିକ ସଚେତନତା ଜରୁରୀ
ଭୁବନେଶ୍ୱର: ଏକ ସୁସ୍ଥ ଶିଶୁ ହିଁ ଉତ୍ତମ ଛାତ୍ର ହୋଇପାରିବ। ଭବିଷ୍ୟତରେ ଏକ ଆଦର୍ଶ ନାଗରିକ ହୋଇପାରିବ। ସୁସ୍ଥ ଶିଶୁ, ସୁସ୍ଥ ଭବିଷ୍ୟତର ପ୍ରତୀକ। ପୋଷଣ ପକ୍ଷ ପାଳନ!-->…
Read More...
Read More...
ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ବିୟୋଗରେ ପିସିସି ସଭାପତିଙ୍କ ଶୋକ
ଭୁବନେଶ୍ଵର, ତା. ୧୯.୪ : ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ବିୟୋଗରେ ପିସିସି ସଭାପତି ଶ୍ରୀ ଭକ୍ତ ଚରଣ ଦାସ ଗଭୀର ଶୋକବ୍ୟକ୍ତ କରିଛନ୍ତି । ଶ୍ରୀଯୁକ୍ତ ଦାସ!-->…
Read More...
Read More...
ସାମ୍ବାଦିକତା କରି ସମସ୍ତଙ୍କ ପ୍ରିୟଭାଜନ ହୋଇପାରିଥିଲେ ରତି ଭାଇ : ମନମୋହନ ସାମଲ
ସାମ୍ବାଦିକତା କ୍ଷେତ୍ରରେ ସ୍ୱର୍ଗତଃ ମହାନ୍ତିଙ୍କ ଅବଦାନ ଚିରସ୍ମରଣୀୟ ହୋଇ ରହିବ
ଭୁବନେଶ୍ୱର,ତା.୧୯/୦୪: ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଆଜି ପରଲୋକ!-->!-->!-->…
Read More...
Read More...
ଯୁବ ଉଦ୍ୟୋଗୀମାନଙ୍କୁ ଅନୁପ୍ରାଣିତ କରିବ, ରାଜ୍ୟ ପାଇଁ ଏଭଳି ପ୍ଲାଣ୍ଟ୍ ଉଦାହରଣ – ଧର୍ମେନ୍ଦ୍ର ପ୍ରଧାନ
ବଲାଙ୍ଗିର ବରକାନି ଠାରେ ‘ଓଭୋ ଫାର୍ମ୍ ଅଣ୍ଡା ପ୍ରକ୍ରିୟାକରଣ କାରଖାନା’ର ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ
ବରକାନି, ଏପ୍ରିଲ ୧୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ!-->!-->!-->…
Read More...
Read More...
ବୁଦ୍ଧିମତା ଓ ବୁଝମଣା ଦ୍ୱାରା ହିଁ ବିଶ୍ୱରେ ଶାନ୍ତି ବଜାୟ ରଖାଯାଇପାରିବ: ସ୍ପେନ୍ ରାଷ୍ଟ୍ରଦୂତ
ଭୁବନେଶ୍ୱର , ଏପ୍ରିଲ ୧୯: ସାରା ବିଶ୍ୱରେ ଶାନ୍ତି ପ୍ରତିଷ୍ଠା ପାଇଁ ବୁଦ୍ଧିମତା ଓ ଉତମ ବୁଝାମଣାର ଆବଶ୍ୟକତା ରହିଛି । ଶାନ୍ତି ବଜାୟ ରଖିବା ନିମନ୍ତେ ପ୍ରକୃତ!-->…
Read More...
Read More...
ବଲାଙ୍ଗିର ଜିଲ୍ଲାରେ ଶିକ୍ଷାର ବିକାଶ ପାଇଁ ପ୍ରାୟ ୧୨୦ କୋଟିରୁ ଅଧିକ ଟଙ୍କାର ଦାୟିତ୍ୱ ଡବଲ ଇଞ୍ଜିନ ସରକାର ନେଇଛନ୍ତି…
କେନ୍ଦ୍ରୀୟ ବିଦ୍ୟାଳୟ ଟିଟିଲାଗଡ଼ ଓ ପାଟଣାଗଡ଼ର ଅସ୍ଥାୟୀ କ୍ୟାମ୍ପସର ଉଦଘାଟନ ଏବଂ ସ୍ଥାୟୀ କ୍ୟାମ୍ପସ ପାଇଁ ଭୂମିପୂଜନ
ଟିଟିଲାଗଡ଼/ପାଟଣାଗଡ଼, ଏପ୍ରିଲ ୧୯ –!-->!-->!-->…
Read More...
Read More...
ସେଭେନ୍ ଷ୍ଟାର୍ କ୍ଳବର ତୃତୀୟ ପର୍ଯ୍ୟାୟ ସ୍ବାସ୍ଥ୍ୟ ଶିବିର
ଭୁବନେଶ୍ବର: ଚଳିତ ମାସ ୧୩ ତାରିଖରେ ନବଘନ ଜେନାଙ୍କ ଶତ ବାର୍ଷିକୀ ପାଳନ ଅବସରରେ ସେଭେନ୍ ଷ୍ଟାର୍ କ୍ଳବ୍ ଦ୍ଵାରା ଆୟୋଜିତ ସ୍ୱାସ୍ଥ୍ୟ ଶିବିରରେ ଶିଶୁ ରୋଗ ସମ୍ପର୍କୀୟ!-->…
Read More...
Read More...
ମା’ ତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରୀଙ୍କ ମୁଖ୍ୟସଚିବ ଶକ୍ତିକାନ୍ତ ଦାସ
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରମୁଖ ସଚିବ ଶକ୍ତିକାନ୍ତ ଦାସ ଓଡ଼ିଶାକୁ ତିନି ଦିନିଆ ଗସ୍ତରେ ଆସିଥିବା ବେଳେ ଶନିବାର କେନ୍ଦୁଝର ଗ୍ରସ୍ତରେ ଯାଇ!-->…
Read More...
Read More...
ନିର୍ଦ୍ବନ୍ଦରେ ଜିତିଲେ ନବୀନ ପଟ୍ଟନାୟକ
ଭୁବନେଶ୍ବର: ପୁଣି ଥରେ ନିର୍ଦ୍ବନ୍ଦରେ ଜିତିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଆଜି ଏହି ଘୋଷଣା କରିଛନ୍ତି ଦଳର ନିର୍ବାଚନ ଅଧିକାରୀ ପ୍ରତାପ ଦେବ। ବିଜେଡିର!-->…
Read More...
Read More...
ପୁରୀ ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ
ଭୁବନେଶ୍ୱର: ଚଳିତ ବର୍ଷ ପୁରୀର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହିତ ଅନୁଷ୍ଠିତ ହେବା ପାଇଁ ଏକ ପ୍ରସ୍ତୁତି ବୈଠକ ଆଜି ଅପରାହ୍ଣରେ ଲୋକସେବା ଭବନରେ!-->…
Read More...
Read More...