Browsing Category
State
ବେଙ୍ଗାଲୁରୁରେ ସୋଆ ଆୟୋଜିତ ଆଲିଶିପ୍ ++ରେ କର୍ପୋରେଟ ନେତୃତ୍ୱ ଯୋଗଦାନ
ଭୁବନେଶ୍ୱର, ୨୬/୦୬: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଗତ ଶନିବାର ବେଙ୍ଗାଲୁରୁ ଠାରେ କର୍ପୋରେଟ ନେତୃବୃନ୍ଦଙ୍କୁ ନେଇ ‘ଆଲିଶିପ୍ ++’ କାର୍ଯ୍ୟକ୍ରମ ଅନୁଷ୍ଠିତ!-->…
Read More...
Read More...
ଏମପିଲାଡ୍ କାର୍ଯ୍ୟକ୍ରମ ପାଇଁ ସମ୍ବଲପୁରକୁ ନୋଡାଲ୍ ଜିଲ୍ଲା ଭାବେ ଚୟନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ସମ୍ବଲପୁର ସମେତ ଅନୁଗୋଳ ଓ ଦେବଗଡରେ ବିକାଶମୂଳକ କାର୍ଯ୍ୟ ହେବ ତ୍ୱରାନ୍ୱିତ
ନୂଆଦିଲ୍ଲୀ/ଭୁବନେଶ୍ୱର, ଜୁନ ୨୬ - କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ!-->!-->!-->…
Read More...
Read More...
ଭୁବନେଶ୍ୱରରେ ପ୍ରବଳ ବର୍ଷା
ଭୁବନେଶ୍ୱର: ଗୁଳୁଗୁଳିରେ ସମସ୍ତେ ତ୍ରାହି ତ୍ରାହି ଡାକୁଥିଲେ । ତେବେ ହଠାତ ଘୋଟି ଆସିଲା କଳାହାଣ୍ଡିଅରା ମେଘ । ଆଉ ପ୍ରବଳ ବର୍ଷିଲା । କେବଳ ବର୍ଷା ହୋଇନି, ଘଡ଼!-->…
Read More...
Read More...
୬ରେ ଓଡିଶା ଆସିବେ ରାଷ୍ଟ୍ରପତି
ଭୁବନେଶ୍ବର: ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଜୁଲାଇ ୬ରୁ ୯ ତାରିଖ ଓଡ଼ିଶାରେ ରହିଛି ବିଭିନ୍ନ କାର୍ୟ୍ୟକ୍ରମ। ଏହି ସବୁ କାର୍ୟ୍ୟକ୍ରମରେ ସାମିଲ ହେବା!-->…
Read More...
Read More...
ଏଥର ହୋଇପାରେ ଛାତ୍ର ସଂସଦ ନିର୍ବାଚନ
ଭୁବନେଶ୍ବର: ରାଜ୍ୟରେ କ୍ଷମତା ପରିବର୍ତ୍ତନ ହୋଇଛି। ପ୍ରଥମ ଥର ପାଇଁ ଓଡ଼ିଶାରେ ଭାରତୀୟ ଜନତା ପାର୍ଟି ସରକାର କ୍ଷମତାକୁ ଆସିଛି। ତେବେ ବିରୋଧୀ ଦଳରେ ଥିବାବେଳେ ଏହାକୁ!-->…
Read More...
Read More...
ସଂକଳ୍ପ ପତ୍ରର ମୁଖ୍ୟ ପ୍ରତିଶ୍ରୁତିକୁ ଅନୁଧ୍ୟାନ କରି ପଦକ୍ଷେପ ନେବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟ ସମୀକ୍ଷା କରି ଏକ ଲୋକାଭିମୁଖୀ ବଜେଟ୍ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଛନ୍ତି।!-->…
Read More...
Read More...
ଏଥର ବନ୍ଦ ରହିବ ନବଯୌବନ ଦର୍ଶନ
ଭୁବନେଶ୍ବର: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ ହୋଇଛି । ଛତିଶା ନିଯୋଗ ବୈଠକରେ ହୋଇଥିବା ନିଷ୍ପତିକୁ ଅନୁରୂପ ରଖିବାକୁ ଏହି ବୈଠକରେ ନିଷ୍ପତ୍ତି ହୋଇଛି ।!-->…
Read More...
Read More...
ଘୂର୍ଣ୍ଣିବଳୟ:ଆସନ୍ତା ୫ ଦିନ ବର୍ଷା
ଭୁବନେଶ଼୍ବର,:ବଙ୍ଗୋପସାଗରରେ ଆସନ୍ତାକାଲି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିତ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ଫଳରେ!-->…
Read More...
Read More...
‘କ୍ବାର୍ଟର ଯେମିତି ଥିଲା, ସେମିତି ଫେରାଇବି’
ଭୁବନେଶ୍ବର: ସରକାରୀ ବାସଭବନ ଭଙ୍ଗା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ । କହିଲେ ବିଭ୍ରାନ୍ତିକର ଖବର ପ୍ରସାରଣ!-->…
Read More...
Read More...
ରଥଯାତ୍ରାରେ ପ୍ରତି ବ୍ଲକ୍ରୁ ପୁରୀକୁ ଗଡିବ ବସ୍
ଭୁବନେଶ୍ୱର: ରଥଯାତ୍ରା ପାଇଁ ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ ବସ୍ । କେବଳ ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ଏହି ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ ବୋଲି!-->…
Read More...
Read More...