Browsing Category
State
ଆଇଟିଇଆର୍ ନିକଟରେ ଜଗମୋହନ ନଗର ପୋଲିସ ଫାଣ୍ଡି ଉଦ୍ଘାଟିତ
ଭୁବନେଶ୍ୱର, ଜୁଲାଇ ୨୩: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର) ନିକଟସ୍ଥ ଜଗମୋହନ ନଗର!-->…
Read More...
Read More...
ସୋଆ ପ୍ରତିଷ୍ଠାତା ସଭାପତି ଉଚ୍ଚଶିକ୍ଷା କ୍ଷେତ୍ରରେ ନେତୃତ୍ୱ ନିମନ୍ତେ ସମ୍ମାନିତ
ସୋଆକୁ ଶ୍ରେଷ୍ଠ ଘରୋଇ ବହୁବିଧ ବିଶ୍ୱବିଦ୍ୟାଳୟ ସମ୍ମାନ
ଭୁବନେଶ୍ୱର, ଜୁଲାଇ ୨୨: ଉଚ୍ଚଶିକ୍ଷା କ୍ଷେତ୍ରରେ ପ୍ରଭାବୀ ନେତୃତ୍ୱ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ!-->!-->!-->…
Read More...
Read More...
ସବୁ ସ୍କୁଲରେ ଆଞ୍ଚଳିକ ଭାଷାରେ ପାଠପଢ଼ା ଲାଗି ସର୍କୁଲର ଜାରି କରିଛି CBSE
ଏଣିକି CBSE ସ୍କୁଲରେ ଓଡ଼ିଆ ସମେତ ଅନ୍ୟ ଆଞ୍ଚଳିକ ଭାଷାରେ ପାଠ ପଢିପାରିବେ ଛାତ୍ରଛାତ୍ରୀ । CBSE ଅନୁବନ୍ଧିତ ସବୁ ସ୍କୁଲରେ ଆଞ୍ଚଳିକ ଭାଷାରେ ପାଠପଢ଼ା ଲାଗି!-->…
Read More...
Read More...
ମହିଳା ଭୋଟ୍ ଲକ୍ଷ୍ୟ: ମିଶନଶକ୍ତି ସ୍କୁଟର ଯୋଜନାରେ ଖର୍ଚ୍ଚ ହେବ ୫୨୮ କୋଟି, କ୍ୟାବିନେଟ୍ ମଞ୍ଜୁରୀ
ରାଜ୍ୟରେ ତୃଣମୂଳସ୍ତରରେ କାର୍ଯ୍ୟ କରୁଥିବା ୨ଲକ୍ଷ ମହିଳାଙ୍କୁ(ଭୋଟ୍ ବ୍ୟାଙ୍କକୁ ପ୍ରଭାବିତ କରିବାର କ୍ଷମତା ରଖୁଥିବା ମହିଳାମାନଙ୍କୁ) ସ୍କୁଟର କିଣିବା ପାଇଁ!-->…
Read More...
Read More...
ପୁରୀ ଗଜପତିଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ
ବୌଦ୍ଧ: ଖୋଲାଯାଉ ରତ୍ନଭଣ୍ଡାର । ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବାକୁ ଦାବି କରି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଚିଠି ଲେଖିଛନ୍ତି । ପୁରୀ ଗଜପତି!-->…
Read More...
Read More...
୩ ଦିନ ଯାଏ ପ୍ରବଳ ବର୍ଷା! ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ
ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ତୁହାକୁ ତୁହା ବର୍ଷା ଜାରି । ଆଜିଠୁ ଆହୁରି ୩ ଦିନ ଯାଏଁ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରିଛି!-->…
Read More...
Read More...
ଆସନ୍ତା ୨୩ରେ ହୀରାକୁଦରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ହେବ
ସମ୍ବଲପୁର : ଆସନ୍ତା ୨୩ରେ ହୀରାକୁଦରୁ ଛଡାଯିବ ପ୍ରଥମ ବନ୍ୟାଜଳ। ଏନେଇ ଗୁରୁବାର ନିଷ୍ପତ୍ତି ନିଆଯାଇଛି। ଉପରମୁଣ୍ଡରେ ବର୍ଷା ଯୋଗୁଁ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି!-->…
Read More...
Read More...
ପୋଖରୀରେ ବୁଡିଗଲେ ୨ ଶିଶୁ, ଜଣେ ମୃତ, ଜଣେ ଗୁରୁତର
ଠାକୁରମୁଣ୍ଡା :ପୋଖରୀରେ ବୁଡ଼ିଗଲେ ୨ ଅଙ୍ଗନବାଡି ଶିଶୁ I ଜଣଙ୍କର ମୃତ ଦେହ ଉଦ୍ଧାର ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର ଅଛନ୍ତି I ଏଭଳି ଏକ ଅଭାବନୀୟ ଘଟଣା ଘଟିଛି!-->…
Read More...
Read More...
ଅଗ୍ନିଶମ ସେବା ବିଭାଗରେ ୨୬ ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ଭୁବନେଶ୍ୱର : ଓଡିଶା ଅଗ୍ନିଶମ ସେବା ବିଭାଗରେ ବିଭିନ୍ନ ପାହ୍ୟାରେ ୨୬ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏଥି ମଧ୍ୟରେ ତିନି!-->…
Read More...
Read More...
ଖଡଗ ନଦୀଗର୍ଭ ଜଳାଶୟକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
୧୨୬ କୋଟି ଟଙ୍କା ବିନିଯୋଗରେ,ଉପକୃତ ହେବେ ବୌଦ୍ଧ, ବଲାଙ୍ଗୀର ଓ କନ୍ଧମାଳର ୨୦ ହଜାର ଲୋକ
ଭୁବନେଶ୍ୱର : ଖଡଗ ନଦୀରେ ନିର୍ମାଣ ହେବ ନଦୀଗର୍ଭ ଜଳାଶୟ। ୧୨୬ କୋଟି!-->!-->!-->…
Read More...
Read More...