ପ୍ରବଳ ବର୍ଷା ସମ୍ଭାବନା :୧୧ ଜିଲ୍ଲାକୁ ସତର୍କ କରାଇଲେ ଏସଆରସି

112

ପଶ୍ଚିମବଙ୍ଗର ସୃଷ୍ଟି ହୋଇଥିବା ଲଘୁଚାପ କାରଣରୁ ଏହା ପ୍ରଭାବରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ପାଇଁ ୧୧ଟି ଜିଲ୍ଲାକୁ ୟେଲୋପାଣିପାଗ ବିଭାଗର ସୂଚନା ଅନୁସାରେ, ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଜି ୧୧ ଟି ଜିଲ୍ଲାରେ ବର୍ଷା ହେବ। ସେହି ଜିଲ୍ଲାଗୁଡ଼ିକ ହେଲା ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର, ଅନୁଗୁଳ, ବରଗଡ଼, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ସୁବର୍ଣ୍ଣପୁର, ଦେବଗଡ଼ ଓ ସୁନ୍ଦରଗଡ଼।
ଏହି ସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସଂପୃକ୍ତ ଜିଲ୍ଲାଗୁଡ଼ିକର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ଏସଆରସି ପରାମର୍ଶ ଦେଇଛନ୍ତି।

Leave A Reply

Your email address will not be published.