ଜାନୁଆରୀ ୧୨ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

104

ଭୁବନେଶ୍ୱର: ଆସନ୍ତା ଜାନୁଆରୀ ୧୨ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ।ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦ ପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed, but trackbacks and pingbacks are open.