ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ‘ଏମ.ଏଲ.ଏ ଲ୍ୟାଡ଼’ ଓ ‘ସିଏମ୍-ଏସ୍.ଏ’ ର ସରଳୀକୃତ ଗାଇଡଲାଇନ ଉନ୍ମୋଚିତ କରିବା ସହିତ ଏମ.ଏଲ.ଏ ଲ୍ୟାଡ ୱେବ୍ ପୋର୍ଟାଲର ମଧ୍ୟ ଶୁଭାରମ୍ଭ କରିଛନ୍ତି। ଆଜି କ୍ୟାବିନେଟ୍ ବୈଠକ ଆରମ୍ଭ ହେବା ପୂର୍ବରୁ ସମସ୍ତ କ୍ୟାବିନେଟ୍ ସହଯୋଗୀ ମାନଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ଏହାକୁ ଉନ୍ମୋଚିତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶରେ ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି ନିର୍ଦ୍ଦେଶାବଳୀର ସରଳୀକରଣ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ପରିବର୍ତ୍ତିତ ନିର୍ଦ୍ଦେଶାବଳୀ ସ୍ୱଚ୍ଛ, ସରଳ ଓ ସମୟ ଉପଯୋଗୀ ହୋଇପାରିଛି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ନୂତନ ନିର୍ଦ୍ଦେଶାବଳୀ ପ୍ରଶାସନିକ ପ୍ରକ୍ରିୟାରେ ସରଳତା ଆଣିବା ସହିତ ଜନସାଧାରଣଙ୍କ ପାଇଁ ଅତି ଆବଶ୍ୟକ ଓ ଛୋଟ ଛୋଟ ମୌଳିକ ଭିତ୍ତିଭୂମି ଗୁଡିକୁ ଶୀଘ୍ର ଓ ସ୍ବଚ୍ଛତାର ସହ ସମ୍ପାଦନ କରିବାରେ ସହାୟକ ହେବ । ଏହି ନୂଆ ଗାଇଡଲାଇନରେ ବିଭିନ୍ନ କ୍ଷେତ୍ରକୁ ଧ୍ୟାନ ଦିଆଯିବା ସହ ଅତ୍ୟାବଶ୍ୟକ ପ୍ରକଳ୍ପଗୁଡିକୁ ଗ୍ରହଣ କରିବାର ବ୍ୟବସ୍ଥା ଥିବାବେଳେ, ଅନାବଶ୍ୟକ ପ୍ରକଳ୍ପଗୁଡିକୁ ବାଦ୍ଦିଆଯିବାର ବ୍ୟବସ୍ଥା କରାଯାଇଛି । ଏହା ସହିତ ପ୍ରକଳ୍ପର ସୁପାରିଶଠାରୁ ଅନୁମୋଦନ ପ୍ରକ୍ରିୟା ସମାପ୍ତ ହେବା ପର୍ଯ୍ୟନ୍ତ (କାର୍ଯ୍ୟାଦେଶ ପର୍ଯ୍ୟନ୍ତ) ସମୟ ଅବଧି ୩୦ ଦିନ ରଖାଯାଇଛି । ସେହିପରି ସିଏମ-ଏସ.ଏ ଗାଇଡଲାଇନର ମଧ୍ୟ ସରଳୀକରଣ କରାଯାଇଛି । ଏହାଦ୍ୱାରା ପ୍ରକଳ୍ପ ଗୁଡ଼ିକ ତ୍ୱରାନ୍ୱିତ ଭାବେ କାର୍ଯ୍ୟକାରୀ କରାଯାଇପାରିବ ବୋଲି ସେ କହିଥିଲେ। ଏହି ନୂତନ ‘ଏମ.ଏଲ.ଏ ଲ୍ୟାଡ଼ ୱେବପୋର୍ଟାଲ’ରେ ବିଧାୟକ ମାନଙ୍କ ଦ୍ବାରା ପ୍ରକଳ୍ପ ସୁପାରିଶ, ପ୍ରକଳ୍ପ ଆବଶ୍ୟକତାର ତର୍ଜମା, ଯୋଜନା ଓ ବ୍ୟୟ ଅଟକଳ ପ୍ରସ୍ତୁତି, ପ୍ରକଳ୍ପର ଅନୁମୋଦନ, କାର୍ଯ୍ୟାଦେଶ, ତଦାରଖ, ନିରୀକ୍ଷଣ, ବ୍ୟୟ ଓ କାର୍ଯ୍ୟ ସମ୍ପାଦନ ଆଦି ନିର୍ଦ୍ଧାରିତ ସମୟରେ ସମ୍ପାଦନ କରାଯାଇପାରିବ। ଏହି ପୋର୍ଟାଲ ମାଧ୍ୟମରେ ମାନ୍ୟବର ବିଧାୟକମାନେ ସେମାନଙ୍କର ନିର୍ବାଚନ ମଣ୍ଡଳୀରେ ସୁପାରିଶ କରିଥିବା ସମସ୍ତ ପ୍ରକଳ୍ପର ବାସ୍ତବ ସ୍ଥିତି ବିଷୟରେ ଅବଗତ ହୋଇପାରିବେ ଓ ଜନସାଧାରଣଙ୍କ ପାଇଁ ଯୋଜନା ସମ୍ୱନ୍ଧୀୟ ସବିଶେଷ ତଥ୍ୟ ଏହି ପୋର୍ଟାଲରେ ଉପଲବ୍ଧ ହେବ । ଏହା ସହିତ ବିଧାନସଭା ଅଞ୍ଚଳର ଜନସାଧାରଣ ମଧ୍ୟ ସେମାନଙ୍କ ବିଧାୟକଙ୍କ ଦ୍ଵାରା ସୁପାରିଶ କରାଯାଇଥିବା ପ୍ରକଳ୍ପଗୁଡିକର ତଥ୍ୟ ଏହି ପୋର୍ଟାଲ ଜରିଆରେ ଅବଗତ ହୋଇପାରିବେ।
buying enclomiphene generic from canada
discount enclomiphene american pharmacy
comment obtenir une prescription kamagra
acheter kamagra en ligne france
cheapest buy androxal cheap no prescription
ordering androxal us prices
how to buy flexeril cyclobenzaprine without a rx
purchase flexeril cyclobenzaprine lowest price
purchase dutasteride cost at costco
buy cheap dutasteride buy adelaide
cialis comparison levitra price gabapentin
how to order gabapentin cheap from canada
purchase fildena cheap canada pharmacy
order fildena generic pricing
get itraconazole canada shipping
order itraconazole canada purchase
cheapest buy staxyn generic london
ordering staxyn mastercard buy
online order avodart cheap from india
how to order avodart buy in london
online order rifaximin price new zealand
cheap rifaximin no prescription usa
how to order xifaxan uk order
purchase xifaxan generic free shipping
kamagra přes noc online
kanadská lékárna bez lékařského předpisu kamagra