ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ସିପି ରାଧାକୃଷ୍ଣନ, ପ୍ରସ୍ତାବକ ହେଲେ ପ୍ରଧାନମନ୍ତ୍ରୀ ମୋଦି

63

ନୂଆଦିଲ୍ଲୀ: NDA ପ୍ରାର୍ଥୀ ସିପି ରାଧାକୃଷ୍ଣନ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ପ୍ରଥମ ପ୍ରସ୍ତାବକ ହୋଇଛନ୍ତି। ରାଧାକୃଷ୍ଣନଙ୍କ ସହିତ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ରାଜନାଥ ସିଂ ଏବଂ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ, ବହୁ ସାଂସଦ ନାମାଙ୍କନ ପତ୍ର ଦାଖଲ କରିବାକୁ ପହଞ୍ଚିଥିଲେ।

Comments are closed, but trackbacks and pingbacks are open.