ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ର ବା ସଚେତନତା ରଥର ଶୁଭ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

228

ଭୁବନେଶ୍ଵର: କୃଷି ଭବନଠାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ର ବା ସଚେତନତା ରଥର ଶୁଭ ଉଦଘାଟନ କରିଛନ୍ତି। ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ, ଖାଦ୍ୟ ଓ କୃଷି ସଂଗଠନ ଏବଂ ଆନ୍ତର୍ଜାତୀକ ପ୍ରବାସ ସଂଗଠନର ମିଳିତ ସହଯୋଗରେ ଏୱଂ ଜାତିସଂଘ ପ୍ରବାସୀ ମଲ୍ଟି-ପାର୍ଟନର ଟ୍ରଷ୍ଟ ଫଣ୍ଡର ସମର୍ଥନରେ ରାଜ୍ୟରେ ପ୍ରଥମ ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ରର ଆରମ୍ଭ କରାଯାଇଛି। ଗଞ୍ଜାମ ଏବଂ କେନ୍ଦ୍ରାପଡାର ୫ଟି ପ୍ରବାସ ପ୍ରବଣ ବ୍ଲକରେ ସଚେତନତା ବୃଦ୍ଧି ଲକ୍ଷ୍ୟରେ ଏହା କାର୍ଯ୍ୟ କରିବ।

Comments are closed, but trackbacks and pingbacks are open.