ଏନକାଉଣ୍ଟର: ୬ ମାଓବାଦୀ ନିହତ

230

ନୂଆଦିଲ୍ଲୀ: ତେଲେଙ୍ଗାନାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ୬ ମାଓବାଦୀ ନିହତ ହୋଇଛନ୍ତି। କୋଥଗୁଡେମ ଜିଲା ନୀଳାଦ୍ରିପେଟ ଜଙ୍ଗଲରେ ସୁରକ୍ଷାକର୍ମୀମାନେ ଏନ୍‌କାଉଣ୍ଟର କରିଥିଲେ। ମାଓବାଦୀମାନେ ମଧ୍ୟ ପାଲଟା ଗୁଳିଚାଳନା କରିଥିଲେ। ଫଳରେ ୨ ସୁରକ୍ଷାକର୍ମୀ ଗୁରୁତର ହୋଇଛନ୍ତି। ମାଓବାଦୀ ଲୁଚି ରହିଥିବା ସନ୍ଦେହରେ ସର୍ଚ୍ଚ ଅପରେଶନ ଜାରି ରହିଛନ୍ତି।

Comments are closed, but trackbacks and pingbacks are open.