IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

252

ଭୁବନେଶ୍ୱର,: ଗୁରୁବାର ଓଡ଼ିଶା ସରକାର ଭାରତୀୟ ପ୍ରଶାସନିକ ସେବା (IAS) କ୍ୟାଡରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ତଦନୁସାରେ, ବର୍ତ୍ତମାନ ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ଆରାଧନା ଦାସଙ୍କୁ ବିଭାଗର ଯୁଗ୍ମ ସଚିବ ଭାବରେ ନିଯୁକ୍ତ କରାଯାଇଛି।ଧରମ ହାଂସଦା ଜଙ୍ଗଲ ପରିବେଶ ବିଭାଗର ଯୁଗ୍ମ ସଚିବ, ରୀନା ମହାପାତ୍ର ମତ୍ସ୍ୟ ଓ ପ୍ରାଣୀ ସଂପଦ ବିଭାଗର ଯୁଗ୍ମ ସଚିବ ନିଯୁକ୍ତ କରାଯାଇଛି।

Comments are closed, but trackbacks and pingbacks are open.