ପୁରୀ : ପୁରୀ ଷ୍ଟେସନ କୋଚିଂଡିପୋରେ ନିଆଁ । ପୁରୀ ରେଳ ଷ୍ଟେସନର କୋଚିଂ ଡିପୋରେ ଲାଗିଲା ନିଆଁ । କୋଚିଂ ଡିପୋରେ ଥିବା ଟ୍ରେନରେ ଲାଗିଲା ନିଆଁ । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ, ନିଆଁ ଲିଭା ଉଦ୍ୟମ ଜାରି।

ପୁରୀ ଷ୍ଟେସନରେ ଅଗ୍ନିକାଣ୍ଡ। ରିପେୟାର ଲାଇନରେ ଥିବା ଏକ କୋଚ୍ ରେ ଅଗ୍ନିକାଣ୍ଡ ଘଟିଛି । ମରାମତି ପାଇଁ ଷ୍ଟେସନରେ ରଖାଯାଇଥିଲା ଏସି କୋଚ୍ । ହୁତୁହୁତୁ ହୋଇ ଜଳିଗଲା କୋଚ୍ । ଇଲେକ୍ଟ୍ରିକାଲ ମେଣ୍ଟେନାନ୍ସ ପାଇଁ ଆଜି ଷ୍ଟେସନକୁ ଆସିଥିଲା କୋଚ୍ । ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ ।
Comments are closed, but trackbacks and pingbacks are open.