ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ କରୋନା ସଂକ୍ରମିତ

23

ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ କରୋନାରେ ଆକ୍ରାନ୍ତ ହୋଇଛନ୍ତି ।କରୋନା ସଂକ୍ରମିତ ହୋଇଥିବା ନେଇ ନିଜେ ସ୍ବାସ୍ଥ୍ୟ ମନ୍ତ୍ରୀ ଟ୍ବିଟ୍ କରି ସୂଚନା ଦେଇଛନ୍ତି । ତାଙ୍କଠାରେ କୌଣସି ଲକ୍ଷଣ ଦେଖାଯାଉନଥିଲା । ବର୍ତ୍ତମାନ ସେ ହୋମଆଇସୋଲେସନରେ ରହିଥିବା ସୂଚନା ଦେଇଛନ୍ତି । ଗତ ୩ ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତି କୋଭିଡ୍ ପରୀକ୍ଷା କରାଇବାକୁ ସ୍ବାସ୍ଥ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

Leave A Reply

Your email address will not be published.