ସାରଦା ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍‌

211

ଭୁବନେଶ୍ବର: ରାଉରକେଲା ବିଧାୟକ ସାରଦା ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍‌ ହୋଇଛି। ବିଧାନସଭା ନିର୍ବାଚନ ଅନିୟମିତତା ଅଭିଯୋଗ ମାମଲାରେ ସୋମବାର ହାଇକୋର୍ଟ ସାରଦାଙ୍କୁ ଏହି ନୋଟିସ୍‌ କରିଛନ୍ତି । ପ୍ରତିପକ୍ଷ ଦିଲୀପ ରାୟଙ୍କ ମାମଲା ଆଧାରରେ ନୋଟିସ କରିଛନ୍ତି କୋର୍ଟ। ଆସନ୍ତା ଅଗଷ୍ଟ ୨୭ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଛି।

Comments are closed, but trackbacks and pingbacks are open.