କାଲି ଦୁଇ ଦିନିଆ ଗସ୍ତରେ ଓଡ଼ିଶା ଆସିବେ ଗୃହମନ୍ତ୍ରୀ ଅମିତ ଶାହା

75

ଭୁବନେଶ୍ୱର: ଆସନ୍ତାକାଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓଡ଼ିଶା ଗସ୍ତରେ ଆସୁଥିବା ସୂଚନା ମିଳିଛି । କେନ୍ଦ୍ର ଗୃହମନ୍ତ୍ରୀ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବୋଲି କୁହାଯାଇଛି । ଓଡ଼ିଶା ଗସ୍ତରେ ଆସି ସରକାରଙ୍କର ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ଅମିତ ଶାହା । ତେବେ ଏ ନେଇ ସରକାରଙ୍କ ତରଫରୁ ସ୍ପଷ୍ଟ ସୂଚନା ମିଳି ନଥିବା ବେଳେ ତାଙ୍କର ଓଡ଼ିଶା ଆସିବାର ସମ୍ଭାବନା ରହିଛି ବୋଲି କୁହାଯାଉଛି ।

Comments are closed, but trackbacks and pingbacks are open.