କେନ୍ଦ୍ରୀୟ ଡେପୁଟେସନରେ ଯିବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ IAS କ୍ରିଷନ କୁମାର

14

ରାଜ୍ୟର ବରିଷ୍ଠ ପ୍ରଶାସନିକ ଅଧିକାରୀ କ୍ରିଷନ କୁମାର କେନ୍ଦ୍ରୀୟ ଡେପୁଟେସନରେ ଯିବେ । ବର୍ତ୍ତମାନ କ୍ରିଷନ କୁମାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରହିଛନ୍ତି । କ୍ରିଷନ କୁମାରଙ୍କୁ କେନ୍ଦ୍ର ବାଣିଜ୍ୟ ବିଭାଗର ଯୁଗ୍ମ ସଚିବ ନିଯୁକ୍ତ କରାଯାଇଛି । ଏ ନେଇ ବୁଧବାରଦିନ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି ।

Comments are closed, but trackbacks and pingbacks are open.