ଆଇଏଏସ ସ୍ତରରେ ବଡଧରଣର ଅଦଳବଦଳ

12

ଆଇଏଏସ ସ୍ତରରେ ବଡଧରଣର ଅଦଳବଦଳ । ରାଜ୍ୟରେ କରୋନା ସଂକ୍ରମଣ ପୁଣି ମାଡ଼ି ଚାଲୁଥିବା ବେଳେ ରାଜ କୁମାର ଶର୍ମାଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିଛି । ତାଙ୍କୁ ସ୍ୱାସ୍ଥ୍ୟ ସଚିବ ଦାୟିତ୍ୱ ଦିଆଯାଇଛି । ସେ ଅତିରିକ୍ତ ସଚିବ ଭାବେ ଦାୟିତ୍ୱ ତୁଲାଇବେ ।

ବଦଳିଲେ ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁ । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଦାୟିତ୍ୱରେ ରହିବେ ସତ୍ୟବ୍ରତ । ବିଷ୍ଣୁପଦ ସେଠୀଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ଦାୟିତ୍ୱ ଦିଆଯାଇଛି । ମଧୁ ପାଢୀ ଭାଷା, ସାହିତ୍ୟ ଓ ସଂସ୍କୃତି ସଚିବ ଏମଏସଏମଇ ସଚିବ ହେଲେ ରଞ୍ଜନ ଚୋପ୍ରା । ସଞ୍ଜିବ ଚୋପ୍ରାଙ୍କୁ କୃଷି ଉତ୍ପାଦନ କମିଶନର ।

Leave A Reply

Your email address will not be published.