ଆସନ୍ତା ଏପ୍ରିଲ ୨ ତାରିଖରୁ ରାଜ୍ୟରେ ସକାଳୁଆ ସ୍କୁଲ : ଗଣଶିକ୍ଷା ମନ୍ତ୍ରୀ

36

ରାଜ୍ୟରେ ଆସନ୍ତା ଏପ୍ରିଲ ୨ ତାରିଖରୁ ସକାଳୁଆ ସ୍କୁଲ ହେବ I ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି। ସେହି ଅନୁସାରେ ସ୍କୁଲ ସମୟ ରହିବ ସକାଳ ସାଢେ ୬ଟାରୁ ୧୦ଟା ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ କ୍ଲାସ୍ ହେବ । ସେହିପରି ସକାଳ ୭ଟାରୁ ୧୧ଟା ଯାଏଁ କ୍ଲାସ କରିବେ ନବମ ଓ ଦଶମ ଶ୍ରେଣୀ ପିଲା । ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାଶ ।

Comments are closed, but trackbacks and pingbacks are open.