ସମ୍ଭାବ୍ୟ ବାତ୍ୟା ପାଇଁ ଘୁଞ୍ଚିଲା NRTS ବୃତ୍ତି ପରୀକ୍ଷା

182

କଟକ : ସମ୍ଭାବ୍ୟ ବାତ୍ୟା ପାଇଁ ବୃତ୍ତି ପରୀକ୍ଷା ଘୁଞ୍ଚିଲା । ଏନଆରଟିଏସ୍ ଏବଂ ପ୍ରାଥମିକ ବୃତ୍ତି ପରୀକ୍ଷା ଘୁଞ୍ଚାଯାଇଛି । ତେବେ ୨୩ ଏବଂ ୨୫ ତାରିଖରେ ହେବାକୁ ଥିବା ପରୀକ୍ଷା ଘୁଞ୍ଚିଛି । ପରବର୍ତ୍ତୀ ତାରିଖ ସମ୍ପର୍କରେ ପରେ ଅବଗତ କରାଇବ ମାଧ୍ୟମିକ ଶିକ୍ଷା ପରିଷଦ । ନଭେମ୍ବର ୫ ରୁ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତା ଦେଖା ଆରମ୍ଭ ହେବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି ।

Comments are closed, but trackbacks and pingbacks are open.