ନୂଆପଡା ଉପ ନିର୍ବାଚନ: ଷଷ୍ଠ ପର୍ଯ୍ୟାୟ ଗଣତିରେ ମଧ୍ୟ ବିଜେପି ଆଗୁଆ

124

ଭୁବନେଶ୍ଵର: ନୂଆପଡା ବିଧାନସଭା ଆସନ ପାଇଁ ଭୋଟ ଗଣତି ଜାରି ରହିଛି। ଷଷ୍ଠ ପର୍ଯ୍ୟାୟ ଗଣତିରେ ଶାସକ ଦଳ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଆଗରେ ଅଛନ୍ତି। ନିର୍ବାଚନ କମିଶନ ଅନୁଯାୟୀ, ଜୟ ଢୋଲକିଆ ଏପର୍ଯ୍ୟନ୍ତ ୩୦,୬୪୧ ଭୋଟ ପାଇଥିବା ବେଳେ ବିଜେଡ଼ି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ୮୬୪୬ ଟି ଭୋଟ ପାଇଛନ୍ତି। କଂଗ୍ରେସ ପ୍ରାର୍ଥୀ ଘାସି ରାମ ମାଝୀଙ୍କୁ ଏପର୍ଯ୍ୟନ୍ତ ୭୮୯୧ ଭୋଟ ମିଳିଛି। ଏହିପରି ବିଜେଡ଼ି ପ୍ରାର୍ଥୀଙ୍କ ଠାରୁ ବିଜେପି ପ୍ରାର୍ଥୀ ୨୧୯୯୫ ଭୋଟରେ ଆଗରେ ଅଛନ୍ତି।

Comments are closed, but trackbacks and pingbacks are open.