ପୁଣି ଥରେ ଅଶ୍ୱିନୀ ବୈଷ୍ଣବଙ୍କୁ ମିଳିଲା ଟିକେଟ୍

190

ଆଜି ଓଡ଼ିଶା ଓ ମଧ୍ୟପ୍ରଦେଶ ରାଜ୍ୟସଭା ନିର୍ବାଚନ ପାଇଁ ୫ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ବିଜେପି । ତେବେ ଓଡ଼ିଶାର ରାଜ୍ୟସଭା ଆସନ ପାଇଁ ବିଜେପି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ନାମ ଘୋଷଣା କରିଛି । ଆସନ୍ତା ଏପ୍ରିଲ ମାସରେ ଓଡ଼ିଶାର ୩ଟି ରାଜ୍ୟସଭା ଆସନ ଖାଲି ହେଉଥିବାରୁ ଏହା ମଧ୍ୟରେ ବିଜେଡି ଦୁଇଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଛି । ତେବେ ବିଜେପି ପ୍ରାର୍ଥୀ ଅଶ୍ୱିନୀଙ୍କ ରାଜ୍ୟସଭା ପ୍ରାର୍ଥୀତ୍ୱକୁ ବିଜେଡି ସମର୍ଥନ କରିଛି ।

Comments are closed, but trackbacks and pingbacks are open.