ରାଜ୍ୟରେ ପୁଣି ତାପମାତ୍ରା ହ୍ରାସ, ଝାରସୁଗୁଡ଼ା ସବୁଠୁ ଥଣ୍ଡା ସହର

ଭୁବନେଶ୍ୱର : ଥରୁଛି ଶିମିଳିପାଳ । ସର୍ବନିମ୍ନ ତାପମାତ୍ରା ୪° ଡିଗ୍ରୀକୁ ଖସିଲା । ଶିମିଳିପାଳର ଆଭ୍ୟନ୍ତରୀଣ ଏବଂ ପାଦଦେଶରେ ଥିବା ଯଶିପୁର, ଠାକୁରମୁଣ୍ଡା, କରଞ୍ଜିଆ,…
Read More...

ଭାରତ-ରୁଷ ମଧ୍ୟରେ ୭ ଚୁକ୍ତି ସ୍ୱାକ୍ଷରିତ

ନୂଆଦିଲ୍ଲୀ: ଭାରତ ଯାତ୍ରାରେ ଆସିଥିବା ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆଜି ସକାଳେ ରାଜଘାଟ ଯାଇ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।…
Read More...

ବିମାନ ବାତିଲ୍ ଯୋଗୁଁ ଓଡ଼ିଶାର ନବ ବିବାହିତ ଦମ୍ପତି ଅନଲାଇନ ଯୋଗେ ରିସେପ୍ସନରେ ହେଲେ ସାମିଲ

ଭୁବନେଶ୍ୱର: ଇଣ୍ଡିଗୋ ବିମାନ ବାତିଲ ପାଇଁ ନବ ବିବାହିତ ଦମ୍ପତି ହଟହଟା ହୋଇଛନ୍ତି। ଏହା ସହିତ ଇଣ୍ଡିଗୋ କର୍ମଚାରୀମାନେ ପ୍ରତିଦିନ କୌଣସି ନ କୌଣସି ସମସ୍ୟାର ସମ୍ମୁଖୀନ…
Read More...

ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପାଠ୍ୟ ପୁସ୍ତକ ବଦଳିବାର ଯୋଜନା

ଭୁବନେଶ୍ୱର: ରାଜ୍ୟର ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଓଡ଼ିଶା ସରକାର ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟକ୍ରମରେ ପରିବର୍ତ୍ତନ…
Read More...

ବୈତରଣୀରେ ନିର୍ମାଣ ହେବ ବ୍ୟାରେଜ୍‌: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ କେନ୍ଦୁଝର ଜିଲ୍ଲା ପାଟଣା ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ତହସିଲ ରାଜନଗର ବୈତରଣୀ ନଦୀରେ ଭୀମକୁଣ୍ଡ ବ୍ୟାରେଜ ନିର୍ମାଣ ହେବାର ପ୍ରସ୍ତାବ…
Read More...

ସହଜ ହେଲା ପୁରୁଣା ଆପାର୍ଟମେଣ୍ଟ କିଣାବିକା

ଭୁବନେଶ୍ୱର: ଓଡ଼ିଶା ସରକାର ପୁରୁଣା ଆପାର୍ଟମେଣ୍ଟଗୁଡ଼ିକର ପୁନଃ-ବିକ୍ରି ପ୍ରକ୍ରିୟାକୁ ସରଳ କରିଛନ୍ତି। ଏଥିପାଇଁ ରିଅଲ ଇଷ୍ଟେଟ୍ (ନିୟନ୍ତ୍ରଣ ଏବଂ ବିକାଶ) ଅଧିନିୟମ,…
Read More...

ଗ୍ରାହକଙ୍କ ଅଭିଯୋଗ ପାଇଁ ଔଷଧ ଦୋକାନ ସାମ୍ନାରେ ଲାଗିବ କ୍ୟୁଆର କୋଡ୍

ନୂଆଦିଲ୍ଲୀ: ଏବେ ଗ୍ରାହକଙ୍କ ପାଇଁ ଔଷଧ ଦୋକାନ ସାମ୍ନାରେ ଲାଗିବ କ୍ୟୁଆର କୋଡ୍ଏହା ଦ୍ବାରା ସ୍ମାର୍ଟଫୋନ୍ ବ୍ୟବହାରୀ ଗ୍ରାହକ ନିଜ ନିଜର ଅଭିଯୋଗ କରିପାରିବେ ।…
Read More...

ସ୍ବରାଜ କୌଶଲଙ୍କ ପରଲୋକ

ନୂଆଦିଲ୍ଲୀ: ମିଜୋରାମର ପୂର୍ବତନ ରାଜ୍ୟପାଳ ସ୍ୱରାଜ କୌଶଳଙ୍କ ପରଲୋକ। ଦିଲ୍ଲୀରେ ତାଙ୍କର ୭୩ ବର୍ଷ ବୟସରେ ଦେହାନ୍ତ ହୋଇଛି। ପରିବାର ସୂତ୍ରରୁ ମିଳିଥିବା ସୂଚନା…
Read More...

ବାରବାଟୀ ଷ୍ଟାଡିୟମରେ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ, ସୁରକ୍ଷା କଡାକଡି

ଭୁବନେଶ୍ବର: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମଠାରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ କ୍ରିକେଟ ମ୍ୟାଚ ଅନୁଷ୍ଠିତ ହେବ। ଏହାକୁ ଦୃଷ୍ଟିରେ ରଖି…
Read More...

ଗୃହ ବିଭାଗର ୨୫୬.୭୯ କୋଟି ଅତିରିକ୍ତ ଅନୁଦାନ ଦାବି ଗୃହୀତ

ଭୁବନେଶ୍ୱର: ସମସ୍ତ ପ୍ରତିକୂଳ ପରିସ୍ଥିତି ସତ୍ତ୍ୱେ, ସବୁ ପ୍ରକାର ରାଜନୈତିକ ଆଲୋଚନା-ସମାଲୋଚନା ଭିତରେ ପୁଲିସର ପ୍ରତ୍ୟେକ ବିଭାଗ ନିଜ ନିଜ କର୍ତ୍ତବ୍ୟ ସଠିକ୍ ରୂପେ…
Read More...