ରାଜ୍ୟ ରେ ୧,୦୩୨ ପଜିଟିଭ୍ ଚିହ୍ନଟ

37

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧,୦୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୯୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୪୩୪ଟି ହେଉଛି ଲୋକାଲ୍ କେସ୍‌। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୭ ଜଣଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬,୦୩୩କୁ ବୃଦ୍ଧି ପାଇଛି।

Leave A Reply

Your email address will not be published.