ରଥଯାତ୍ରା ପାଇଁ ମିଳିବ ସରକାରୀ ସହାୟତା

156

ରାଜ୍ୟର ବିଭିନ୍ନ ସ୍ଥାନରେ ହେଉଥିବା ରଥଯାତ୍ରା ପାଇଁ ସହାୟତା ଯୋଗାଇ ଦେବେ ରାଜ୍ୟ ସରକାର । ଏ ନେଇ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ରାଜ୍ୟର ବିଭିନ୍ନ ସ୍ଥାନରେ ରଥଯାତ୍ରା ହେଉଥିବା ବେଳେ ରଥ ନିର୍ମାଣ ଓ ରଥଯାତ୍ରା ପାଇଁ ଆର୍ଥିକ ସହାୟତା ପ୍ରଦାନ କରିବେ ଆଇନ ବିଭାଗ । ଦେବୋତ୍ତର ଆୟୋଗ ଅଧୀନରେ ଥିବା ଜଗନ୍ନାଥ ମନ୍ଦିରକୁ ରଥଯାତ୍ରା ପାଇଁ ମିଳିବ ଆର୍ଥିକ ସରକାର । ଏନେଇ ଅନେକ ଆବେଦନ ଆସିଛି ଏବଂ ଯେଉଁମାନେ ଆବେଦନ କରିନାହାନ୍ତି ତାଙ୍କ କଥା ବିଚାର କରାଯିବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି ।

Comments are closed, but trackbacks and pingbacks are open.