କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ଚନ୍ଦନଗିରି ନିକଟ ପାଟହରା ଜଳପ୍ରପାତରେ ବୁଡ଼ି ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ସେଲ୍ଫି ନେଉଥିବା ବେଳେ ଗୋଡ଼ ଖସିଯିବାରୁ ପାଣିରେ ପଡ଼ି ନିଖୋଜ ହୋଇଯାଇଥିଲେ। ଦମକଳ ବାହିନୀ ସହାୟତାରେ ଖୋଜାଖୋଜି କରି ସେମାନଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପୋଲିସ ମୃତଦେହ ଉଦ୍ଧାର କରି ତଦନ୍ତ କରିବା ସହ ମୃତଦେହ ବ୍ୟବଚ୍ଛେଦ କରିବାକୁ ମେଡ଼ିକାଲ ପଠାଇଥିବା ଜଣାପଡ଼ିଛି।
Comments are closed, but trackbacks and pingbacks are open.