ମହିଳା କମିଶନ ଅଧ୍ୟକ୍ଷା ଭାବେ ଦାୟିତ୍ୱ ନେଲେ ଶୋଭନା

247

ଭୁବନେଶ୍ୱର: ଶୋଭନା ମହାନ୍ତି ଆଜି ନୂଆ ମହିଳା କମିଶନ ଅଧ୍ୟକ୍ଷା ଭାବେ ଦାୟିତ୍ୱ ନେଇଛନ୍ତି । ଏହି ଅବସରରେ ସେ କହିଛନ୍ତି ଯେ କେହି ଆଇନଠାରୁ ଊଦ୍ଧର୍‌ବରେ ନୁହନ୍ତି, ଅନୁଧ୍ୟାନ କରିବି। ମହିଳାଙ୍କ ସୁରକ୍ଷା ନେଇ ଆଇନରେ କଠୋର ପଦକ୍ଷେପ ଦରକାର। ମାତ୍ର କିଛି ସମୟ ହେଲା ଦାୟିତ୍ୱ ନେଇଛି, ସବୁକିଛି ଅନୁଧ୍ୟାନ କରିବି। ତଦନ୍ତ ପରିସର ଭିତରେ ଯିଏ ଦୋଷୀ ହେବେ, ନିଶ୍ଚିତ ଦଣ୍ଡ ପାଇବେ। ବାଲେଶ୍ବର ଆଦି ଘଟଣାରେ ସରକାର ତ୍ୱରିତ ପଦକ୍ଷେପ ନେଇଥିବା ସେ କହିଛନ୍ତି।

Comments are closed, but trackbacks and pingbacks are open.