କାରରୁ ମିଳିଲା ଦକ୍ଷିଣ କୋରିଆର ଅଭିନେତା ସୋଙ୍ଗ ୟଙ୍ଗ-କ୍ୟୁଙ୍କ ମୃତଦେହ

275

ନୂଆଦିଲ୍ଲୀ: ଦକ୍ଷିଣ କୋରିଆର ପ୍ରସିଦ୍ଧ ଅଭିନେତା ସୋଙ୍ଗ ୟଙ୍ଗ-କ୍ୟୁଙ୍କ ପ୍ରଶଂସକମାନଙ୍କ ପାଇଁ ଏକ ଖରାପ ଖବର ମିଳିଛି। ଅଭିନେତାଙ୍କ ୫୫ ବର୍ଷ ବୟସରେ ଦେହାନ୍ତ ହୋଇଛି। ରବିବାର କାରରୁ ତାଙ୍କୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ତଥାପି, ଅଭିନେତାଙ୍କ ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ଜଣା ପଡ଼ିନାହିଁ। ବର୍ତ୍ତମାନ, ପୋଲିସ ସମ୍ପୂର୍ଣ୍ଣ ଘଟଣାର ତଦନ୍ତ କରୁଛି।

Comments are closed, but trackbacks and pingbacks are open.