ଭୁବନେଶ୍ୱର, ତା ୧୩/୮/୨୫ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରିତ୍ୱ କାଳରେ ଗ୍ରାମାଞ୍ଚଳରେ ଗଣତନ୍ତ୍ରକୁ ସୁଦୃଢ କରିବା ପାଇଁ ସମ୍ବିଧାନର ତେସ୍ତରି ତମ ସମ୍ବିଧାନ ସଂଶୋଧନ ଆଇନ ପ୍ରଣୟନ କରି ପଞ୍ଚାୟତ ବ୍ୟବସ୍ଥା ପ୍ରତିଷ୍ଠା କରା ଯାଇଥିଲା l ଏହି ଆଇନ ଅନୁସାରେ ତ୍ରିସ୍ତରୀୟ ପଞ୍ଚାୟତ ବ୍ୟବସ୍ଥା କାର୍ଯ୍ୟକାରୀ ହେଲା ଏବଂ ପଞ୍ଚାୟତ ସ୍ତରରୁ ଆରମ୍ଭ କରି ଜିଲ୍ଲାସ୍ତର ପର୍ଯ୍ୟନ୍ତ କ୍ଷମତା ମଧ୍ୟ ହସ୍ତାନ୍ତର କରାଗଲା l କିନ୍ତୁ ଓଡିଶା ସରକାର ପଞ୍ଚାୟତ ବ୍ୟବସ୍ଥାର ଖୋଲା ଉଲଂଘନ କରି ନିର୍ବାଚିତ ପ୍ରତିନିଧି ମାନଙ୍କ ଅଧିକାରକୁ କ୍ଷୁର୍ଣ୍ଣ କରିବା ପାଇଁ ପ୍ରୟାସ କରିଛନ୍ତି ଏହା ଏକ ହୀନ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ଚକ୍ରାନ୍ତ l ପ୍ରଦେଶ କଂଗ୍ରେସ ସରକାରଙ୍କ ଏହି ନିଷ୍ପତ୍ତିକୁ ଦୃଢ ଭାବରେ ବିରୋଧ କରୁଛି l ଏଥିପାଇଁ କଂଗ୍ରେସ ରାଜନୈତିକ ଲଢେଇ ସହ ଆଇନଗତ ଲଢେଇ କରିବ ବୋଲି ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି l
ସାମ୍ବିଧାନିକ ଅନୁଷ୍ଠାନ ଗୁଡିକୁ ନଷ୍ଟ କରିବା ଦିଗରେ ବିଜେପି ସବୁବେଳେ କାର୍ଯ୍ୟ କରି ଆସୁଛି l ପଞ୍ଚାୟତ ସମିତି ଅଧ୍ୟକ୍ଷଙ୍କୁ ଉପେକ୍ଷା କରି ବିଡ଼ିଓଙ୍କ ହାତରେ ନିରଙ୍କୁଶ କ୍ଷମତା ପଞ୍ଚାୟତିରାଜ ପରି ପବିତ୍ର ଗଣତାନ୍ତ୍ରିକ ବିଧି ବ୍ୟବସ୍ଥାର ହତ୍ୟା ଆଉ କିଛି ନୁହେଁ ବୋଲି ଶ୍ରୀ ଦାସ କ୍ଷୋଭ ପ୍ରକାଶ କରିଛନ୍ତି l
buy androxal generic vs brand name
cheap androxal where to purchase
how to order enclomiphene usa buy online
order enclomiphene generic from india
order rifaximin cash on delivery
how to buy rifaximin generic is good
cheap xifaxan generic new zealand
how to buy xifaxan generic health
cheapest buy staxyn buy mastercard
purchase staxyn generic where to buy
purchase avodart generic in canada
avodart with next day delivery without prescription with free shipping
online order dutasteride usa where to buy
cheapest price for dutasteride
how to buy gabapentin canada fast shipping
cheapest buy gabapentin cheap where
ordonnance en ligne kamagra
acheter générique kamagra en ligne du canada
canadian pharmacy flexeril cyclobenzaprine
cheapest buy flexeril cyclobenzaprine cheap from india
ordering fildena generic prices
how to order fildena usa overnight delivery
cheap itraconazole price in us
buy cheap itraconazole price in canada
180 kamagra doručeno v sobotu
kanadské lékárny prodávají kamagra