ଦୀପାବଳି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

18

ଦୀପାବଳି ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ ଟୁଇଟ୍ କରି ଲେଖିଛନ୍ତି, ମା’ କାଳୀଙ୍କ ପୂଜା ଓ ଦୀପାବଳିର ପବିତ୍ର ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ । ସାବଧାନତା ଓ ସତର୍କତା ବଜାୟ ରଖି ଉତ୍ସବରେ ସାମିଲ ହୁଅନ୍ତୁ । ଆଲୋକର ପର୍ବ ଦୀପାବଳି ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ ।

Leave A Reply

Your email address will not be published.