ନୟାଗଡର କଣ୍ଟେଇମୁଣ୍ଡି ବାଇଗଣକୁ ମିଳିଲା ଜିଆଇ ଟ୍ୟାଗ

54

 ନୟାଗଡ ଜିଲ୍ଲାର ପ୍ରସିଦ୍ଧ କଣ୍ଟେଇମୁଣ୍ଡି ବାଇଗଣକୁ ମିଳିଲା ଜିଆଇ ଟ୍ୟାଗ୍ । କେନ୍ଦ୍ର ସରକାର ଏହାକୁ ଜିଆଇ ଟ୍ୟାଗ ଦେବାକୁ ଅନୁମତି ଦେଇଛନ୍ତି । ଏହି ବାଇଗଣ ବିଶେଷ ଭାବେ କଣ୍ଟିଲୋର ମହାନଦୀ ଅବବାହିକାରେ ଚାଷ କରାଯାଇଥାଏ । ଏହି ବାଇଗଣକୁ ଜିଆଇ ଟ୍ୟାଗ ଦେବାକୁ ରାଜ୍ୟ ପ୍ରଶାସନ କେନ୍ଦ୍ର ସରକାରଙ୍କ ନିକଟରେ ଆବେଦନ କରିଥିଲା

Comments are closed, but trackbacks and pingbacks are open.