ପରିବହନ ବିଭାଗ ଠାରୁ ଜବାବ ମାଗିଲେ ହାଇକୋର୍ଟ

88

ଭୁବନେଶ୍ବର: ହାଇସିକ୍ୟୁରିଟି ନମ୍ବର ପ୍ଲେଟ ଲଗାଇବା ମାମଲାରେ ପରିବହନ ବିଭାଗ ଠାରୁ ଜବାବ ମାଗିଲେ ହାଇକୋର୍ଟ । ସମୟସୀମା ବୃଦ୍ଧି କରିହେବ କି ନାହିଁ ଜଣାଇବାକୁ ନିର୍ଦ୍ଦେଶ ଦେଇଛନ୍ତି । ଭିତ୍ତିଭୂମି ନଥାଇ ଡେଡଲାଇନ୍ କିଭଳି ବୋଲି ପ୍ରଶ୍ନ କରିଛନ୍ତି ହାଇକୋର୍ଟ । ନମ୍ବର ପ୍ଲେଟ ମାମଲା ନେଇ ହାଇକୋର୍ଟ ଯାଇଥିଲେ ୨ ବସ୍ ମାଲିକ । ସରକାର କିପରି ଭିତ୍ତିଭୂମି ନକରି ଡେଡଲାଇନ୍ ଦେଇଥିବା ଜଣାଇଥିଲେ । ଏହି ମାମଲାର ଶୁଣାଣି କରି ପରିବହନ ବିଭାଗକୁ ଜବାବ ମାଗିଲେ କୋର୍ଟ ।

Comments are closed, but trackbacks and pingbacks are open.