ମମିତା ତାତି ଯୋଗୁଁ ଗୃହ ଅଚଳ

20

ସୋମବାର ବିଧାନ ସଭା ଅଧିବେଶନ ର ୫ମ ଦିନରେ ଗୃହରେ ଆରମ୍ଭରୁ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଥିଲା । ମମିତା ପ୍ରସଙ୍ଗରେ ବିରୋଧୀଙ୍କ ହୋହାଲ୍ଲା ଓ ପ୍ରତିବାଦ ଜାରି ରହିଥିବା ବେଳେ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି । ଗୃହର ମଧ୍ୟଭାଗରେ ବିଜେପି ସଦସ୍ୟ ନାରାବାଜି କରିଥିବା ବେଳେ କଂଗ୍ରେସ ବିଧାୟକ ବାଚସ୍ପତିଙ୍କ ପୋଡିୟମକୁ ଘେରି ରହିଥିଲେ । ଯାହା ଫଳରେ ଗୃହ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା ।

Leave A Reply

Your email address will not be published.