ଭୁବନେଶ୍ୱର:ରାସନ କାର୍ଡ ଇ-କେୱାସି ଅବଧିକୁ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି । ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ଅବଧି ବୃଦ୍ଧି କରାଯାଇଛି । ପୂର୍ବରୁ ଏହି ଅବଧି ଜାନୁଆରୀ ୩୧ ତାରିଖ ପର୍ଯ୍ୟନ୍ତ ଥିଲା । କିଛି ଲୋକ ଇ-କେୱାସି କରିନଥିବାରୁ ଏହି ଅବଧି ବୃଦ୍ଧି କରିବାକୁ ଦାବି କରିଥିଲେ । ପ୍ରକାଶ ଯେ ରାଜ୍ୟରେ ଅଛନ୍ତି ୪୦ ଲକ୍ଷରୁ ଅଧିକ ଅଯୋଗ୍ୟ ଓ ଭୂତ ହିତାଧିକାରୀ। ଏ ନେଇ ସୂଚନା ଦେଇିଥିଲେ । ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଏଯାବତ୍ ୮୮ ପ୍ରତିଶତ ଲୋକ ଇ-କେଓ୍ବାଇସି କରିସାରିଲେଣି। ଆହୁରି ୪୦ ଲକ୍ଷ ୪୦ ହଜାର ୮୬୪ ହିତାଧିକାରୀ ଇ-କେଓ୍ବାଇସି କରିନାହାନ୍ତି। ମୋଟ୍ ୩ କୋଟି ୩୫ ଲକ୍ଷ ୫୭୦ରୁ ୨, ୯୫, ୮୯, ୯୧୨ ଲୋକ ଇ-କେଓ୍ବାଇସି କରିଥିବା ନେଇ ମନ୍ତ୍ରୀ ସୂଚନା ଦେଇିଥିଲେ । ।
Comments are closed, but trackbacks and pingbacks are open.